Online Bible

- Reklamy -




କଲସୀୟ 3:25 - ଓଡିଆ ବାଇବେଲ

25 କାରଣ ଯେ ଅନ୍ୟାୟ କରେ, ସେ ଆପଣା ଅନ୍ୟାୟର ପ୍ରତିଫଳ ପାଇବ; ସେ ବିଷୟରେ କୌଣସି ମୁଖାପେକ୍ଷା ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 କାରଣ ଯେ ଅନ୍ୟାୟ କରେ, ସେ ଆପଣା ଅନ୍ୟାୟର ପ୍ରତିଫଳ ପାଇବ; ସେ ବିଷୟରେ କୌଣସି ମୁଖାପେକ୍ଷା ନାହିଁ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

25 ଆଉ ପ୍ରତ୍ୟେକ ଦୁଷ୍କର୍ମକାରୀ ତା’ର ଅପକର୍ମ ନିମନ୍ତେ ଫଳ ପାଇବ, କାରଣ ଈଶ୍ୱର ନିରପେକ୍ଷ ଭାବରେ ସମସ୍ତଙ୍କର ବିଚାର କରନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 କାରଣ ଯେ ଅନ୍ୟାୟ କରେ, ସେ ଆପଣା ଅନ୍ୟାୟର ପ୍ରତିଫଳ ପାଇବ; ସେ ବିଷୟରେ କୌଣସି ମୁଖାପେକ୍ଷା ନାହିଁ।

Viz kapitola kopírovat

ପବିତ୍ର ବାଇବଲ

25 ମନେରଖ! ଭୁଲ୍ କର୍ମ ପାଇଁ, ପ୍ରତ୍ୟେକ ଲୋକ ଦଣ୍ଡ ପାଇବ। ପ୍ରଭୁ ପ୍ରତ୍ୟେକ ଲୋକକୁ ସମାନ ଭାବରେ ଦେଖନ୍ତି।

Viz kapitola kopírovat




କଲସୀୟ 3:25

Následuj nás:

Reklamy


Reklamy