କଲସୀୟ 3:7 - ଓଡିଆ ବାଇବେଲ7 ପୂର୍ବେ ତୁମ୍ଭେମାନେ ମଧ୍ୟ ଏହି ସବୁ ବିଷୟରେ ଆସକ୍ତ ଥାଇ ସେହି ପ୍ରକାରେ ଆଚରଣ କରୁଥିଲ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ପୂର୍ବେ ତୁମ୍ଭେମାନେ ମଧ୍ୟ ଏହିସବୁ ବିଷୟରେ ଆସକ୍ତ ଥାଇ ସେହିପ୍ରକାରେ ଆଚରଣ କରୁଥିଲ। Viz kapitolaପବିତ୍ର ବାଇବଲ (CL) NT (BSI)7 ଦିନେ ତୁମ୍ଭେମାନେ ଏହି ସବୁ କୁପ୍ରବୃତ୍ତିର ବଶବର୍ତ୍ତୀ ହୋଇ ଜୀବନ ଯାପନ କରୁଥିଲ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୂର୍ବେ ତୁମ୍ଭେମାନେ ମଧ୍ୟ ଏହିସବୁ ବିଷୟରେ ଆସକ୍ତ ଥାଇ ସେହି ପ୍ରକାରେ ଆଚରଣ କରୁଥିଲ। Viz kapitolaପବିତ୍ର ବାଇବଲ7 ତୁମ୍ଭମାନଙ୍କର ପୂର୍ବ ପାପପୂର୍ଣ୍ଣ ଜୀବନରେ ମଧ୍ୟ ତୁମ୍ଭେମାନେ ଏହି କାମଗୁଡ଼ିକ କରିଥିଲ। Viz kapitola |