କଲସୀୟ 4:3 - ଓଡିଆ ବାଇବେଲ3 ଆମ୍ଭମାନଙ୍କ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ବାକ୍ୟ ପ୍ରଚାର ନିମନ୍ତେ ଈଶ୍ୱର ଆମ୍ଭମାନଙ୍କ ପାଇଁ ଦ୍ୱାର ଫିଟାନ୍ତି, ପୁଣି, ଯେପରି ଖ୍ରୀଷ୍ଟଙ୍କର ଯେଉଁ ନିଗୂଢ଼ତତ୍ତ୍ୱ ନିମନ୍ତେ ମୁଁ ବନ୍ଦୀ ଅଟେ, Viz kapitolaପବିତ୍ର ବାଇବଲ (Re-edited) - (BSI)3 ଆମ୍ଭମାନଙ୍କ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ବାକ୍ୟ ପ୍ରଚାର ନିମନ୍ତେ ଈଶ୍ଵର ଆମ୍ଭମାନଙ୍କ ପାଇଁ ଦ୍ଵାର ଫିଟାନ୍ତି, ପୁଣି, ଯେପରି ଖ୍ରୀଷ୍ଟଙ୍କର ଯେଉଁ ନିଗୂଢ଼ ତତ୍ତ୍ଵ ନିମନ୍ତେ ମୁଁ ବନ୍ଦୀ ଅଟେ, Viz kapitolaପବିତ୍ର ବାଇବଲ (CL) NT (BSI)3 ଖ୍ରୀଷ୍ଟଙ୍କ ନିଗୂଢ଼ ତତ୍ତ୍ୱ ପ୍ରଚାର କରିବା ଉଦ୍ଦେଶ୍ୟରେ ଈଶ୍ୱର ଯେପରି ଆମକୁ ବିଶେଷ ସୁଯୋଗ ଦେବେ, ସେଥିପାଇଁ ମଧ୍ୟ ପ୍ରାର୍ଥନା କର। ଯେଉଁ ବାର୍ତ୍ତା ପ୍ରଚାର କରିବା ଯୋଗୁଁ ମୁଁ ଏବେ ବନ୍ଦୀଶାଳାରେ ଅଛି, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆମ୍ଭମାନଙ୍କ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ବାକ୍ୟ ପ୍ରଚାର ନିମନ୍ତେ ଈଶ୍ବର ଆମ୍ଭମାନଙ୍କ ପାଇଁ ଦ୍ୱାର ଫିଟାନ୍ତି, ପୁଣି, ଯେପରି ଖ୍ରୀଷ୍ଟଙ୍କର ଯେଉଁ ନିଗୂଢ଼ତତ୍ତ୍ୱ ନିମନ୍ତେ ମୁଁ ବନ୍ଦୀ ଅଟେ, Viz kapitolaପବିତ୍ର ବାଇବଲ3 ଆମ୍ଭ ପାଇଁ ମଧ୍ୟ ପ୍ରାର୍ଥନା କର। ପରମେଶ୍ୱରଙ୍କ ସମ୍ବାଦ ଲୋକମାନଙ୍କୁ କହିବା ପାଇଁ ଆମ୍ଭକୁ ସୁଯୋଗ ପ୍ରଦାନ କରିବା ପାଇଁ ପରମେଶ୍ୱରଙ୍କୁ ପ୍ରାର୍ଥନା କର। ଖ୍ରୀଷ୍ଟଙ୍କ ବିଷୟରେ ପରମେଶ୍ୱର ଯେଉଁ ଗୁପ୍ତ ସତ୍ୟ ପ୍ରକାଶ କରିଛନ୍ତି, ତାହାକୁ ଯେପରି ଆମ୍ଭେ ପ୍ରଗ୍ଭର କରି ପାରୁ, ସେଥିପାଇଁ ପ୍ରାର୍ଥନା କର। ଏହି ସତ୍ୟ ପ୍ରଗ୍ଭର କରୁଛି ବୋଲି ମୁଁ କାରାଗାରରେ ବନ୍ଦୀ। Viz kapitola |