କଲସୀୟ 4:9 - ଓଡିଆ ବାଇବେଲ9 ତାଙ୍କ ସଙ୍ଗରେ ମୁଁ ବିଶ୍ୱସ୍ତ ଓ ପ୍ରିୟ ଭ୍ରାତା ଅନୀସିମଙ୍କୁ ପଠାଇଲି, ସେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ। ସେମାନେ ଏହି ସ୍ଥାନର ସମସ୍ତ ବିଷୟ ତୁମ୍ଭମାନଙ୍କୁ ଜଣାଇବେ । Viz kapitolaପବିତ୍ର ବାଇବଲ (Re-edited) - (BSI)9 ତାଙ୍କ ସଙ୍ଗରେ ମୁଁ ବିଶ୍ଵସ୍ତ ଓ ପ୍ରିୟ ଭ୍ରାତା ଅନୀସିମଙ୍କୁ ପଠାଇଲି, ସେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ। ସେମାନେ ଏହି ସ୍ଥାନର ସମସ୍ତ ବିଷୟ ତୁମ୍ଭମାନଙ୍କୁ ଜଣାଇବେ। Viz kapitolaପବିତ୍ର ବାଇବଲ (CL) NT (BSI)9 ତାଙ୍କ ସଙ୍ଗରେ ତୁମ ଦଳ ଅନ୍ତର୍ଭୁକ୍ତ ପ୍ରିୟ ବିଶ୍ୱସ୍ତ ଭାଇ ଅନିସିବ ମଧ୍ୟ ଯାଉଛନ୍ତି। ସେମାନେ ତୁମକୁ ଏଠାରେ ଘଟୁଥିବା ସମସ୍ତ କଥା ଜଣାଇବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତାହାଙ୍କ ସଙ୍ଗରେ ମୁଁ ବିଶ୍ୱସ୍ତ ଓ ପ୍ରିୟ ଭ୍ରାତା ଅନୀସିମଙ୍କୁ ପଠାଇଲି, ସେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ। ସେମାନେ ଏହି ସ୍ଥାନର ସମସ୍ତ ବିଷୟ ତୁମ୍ଭମାନଙ୍କୁ ଜଣାଇବେ। Viz kapitolaପବିତ୍ର ବାଇବଲ9 ସେ ତୁମ୍ଭମାନଙ୍କୁ ଉତ୍ସାହିତ କରିବେ। ମୁଁ ଅନୀସିମଙ୍କ ସହିତ ତାଙ୍କୁ ପଠାଉଛି। ଅନୀସିମ ଖ୍ରୀଷ୍ଟଙ୍କଠାରେ ଥିବା ଜଣେ ବିଶ୍ୱାସୀ ଓ ପ୍ରିୟ ଭାଇ ଅଟନ୍ତି। ସେ ତୁମ୍ଭମାନଙ୍କ ଦଳର ଅଟନ୍ତି। ତୁଖିକ ଓ ଅନୀସିମ, ଏଠାରେ ଘଟିଥିବା ସମସ୍ତ ବିଷୟ ତୁମ୍ଭମାନଙ୍କୁ କହିବେ। Viz kapitola |