Online Bible

- Reklamy -




ଦାନିୟେଲ 1:10 - ଓଡିଆ ବାଇବେଲ

10 ତହିଁରେ ନପୁଂସକାଧିପତି ଦାନିୟେଲଙ୍କୁ କହିଲା, ଯେ ତୁମ୍ଭମାନଙ୍କର ଭକ୍ଷ୍ୟ ଓ ପାନୀୟ ଦ୍ରବ୍ୟ ନିରୂପଣ କରିଅଛନ୍ତି, ମୁଁ ଆପଣାର ପ୍ରଭୁ ସେହି ମହାରାଜାଙ୍କୁ ଭୟ କରେ; କାରଣ ସେ ତୁମ୍ଭମାନଙ୍କର ସମବୟସ୍କ ଯୁବାମାନଙ୍କର ମୁଖ ଅପେକ୍ଷା ତୁମ୍ଭମାନଙ୍କ ମୁଖ କାହିଁକି ମଳିନ ଦେଖିବେ ? ତାହାହେଲେ, ତୁମ୍ଭେମାନେ ରାଜାଙ୍କ ନିକଟରେ ମୋର ମସ୍ତକକୁ ସଂଶୟାପନ୍ନ କରିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ତହିଁରେ ନପୁଂସକାଧିପତି ଦାନିୟେଲଙ୍କୁ କହିଲା, ଯେ ତୁମ୍ଭମାନଙ୍କର ଭକ୍ଷ୍ୟ ଓ ପାନୀୟ ଦ୍ରବ୍ୟ ନିରୂପଣ କରିଅଛନ୍ତି, ମୁଁ ଆପଣାର ପ୍ରଭୁ ସେହି ମହାରାଜାଙ୍କୁ ଭୟ କରେ; କାରଣ ସେ ତୁମ୍ଭମାନଙ୍କର ସମବୟସ୍କ ଯୁବାମାନଙ୍କର ମୁଖ ଅପେକ୍ଷା ତୁମ୍ଭମାନଙ୍କ ମୁଖ କାହିଁକି ମଳିନ ଦେଖିବେ? ତାହାହେଲେ, ତୁମ୍ଭେମାନେ ରାଜାଙ୍କ ନିକଟରେ ମୋର ମସ୍ତକକୁ ସଂଶୟାପନ୍ନ କରିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତହିଁରେ ନପୁଂସକାଧିପତି ଦାନିୟେଲଙ୍କୁ କହିଲା, ଯେ ତୁମ୍ଭମାନଙ୍କର ଭକ୍ଷ୍ୟ ଓ ପାନୀୟ ଦ୍ରବ୍ୟ ନିରୂପଣ କରିଅଛନ୍ତି, “ମୁଁ ଆପଣାର ପ୍ରଭୁ ସେହି ମହାରାଜାଙ୍କୁ ଭୟ କରେ; କାରଣ ସେ ତୁମ୍ଭମାନଙ୍କର ସମବୟସ୍କ ଯୁବାମାନଙ୍କର ମୁଖ ଅପେକ୍ଷା ତୁମ୍ଭମାନଙ୍କ ମୁଖ କାହିଁକି ମଳିନ ଦେଖିବେ? ତାହାହେଲେ, ତୁମ୍ଭେମାନେ ରାଜାଙ୍କ ନିକଟରେ ମୋର ମସ୍ତକକୁ ସଂଶୟାପନ୍ନ କରିବ।”

Viz kapitola kopírovat

ପବିତ୍ର ବାଇବଲ

10 କିନ୍ତୁ ସେହି ନପୁଂସକାଧିପତି ଦାନିୟେଲଙ୍କୁ କହିଲା, “ମୁଁ ମୋର ମୁନିବ ରାଜାଙ୍କୁ ଭୟ କରେ। ଯଦି ତୁମ୍ଭେମାନେ ସେ ଆଦେଶ କରିଥିବା ଖାଦ୍ୟ ଓ ପାନୀୟ ଗ୍ରହଣ ନ କର, ତୁମ୍ଭେମାନେ ରୁ‌ଗ୍‌ଣ ଦେଖାଯିବ ଓ ଦୁର୍ବଳ ଅନୁଭବ କରିବ। ଯଦି ତୁମ୍ଭେମାନେ ଅନ୍ୟମାନଙ୍କଠାରୁ ଶୁଖିଲା ଦେଖାଯାଅ, ରାଜା ମୋ’ ଉପରେ ରାଗିବେ ଏବଂ ମୋର ମୁଣ୍ତ କାଟ କରିବେ। ତା'ପରେ ତୁମ୍ଭେମାନେ ଏହି ଅପରାଧ ପାଇଁ ଦୋଷୀ ସାବ୍ୟସ୍ତ ହେବ।”

Viz kapitola kopírovat




ଦାନିୟେଲ 1:10

Následuj nás:

Reklamy


Reklamy