ଦାନିୟେଲ 1:4 - ଓଡିଆ ବାଇବେଲ4 ନିଖୁଣ, ସୁନ୍ଦର ଓ ସମସ୍ତ ଜ୍ଞାନରେ ନିପୁଣ, ବିଦ୍ୟାରେ ବିଚକ୍ଷଣ, ବୁଦ୍ଧିରେ ବିଜ୍ଞ ଓ ରାଜପ୍ରାସାଦରେ ଠିଆ ହେବାକୁ ଯୋଗ୍ୟ କେତେକ ଯୁବା ଲୋକଙ୍କୁ ଆଣିବାକୁ ଓ କଲ୍ଦୀୟ ବିଦ୍ୟା ଓ ଭାଷା ଶିଖାଇବାକୁ ଆପଣାର ନପୁଂସକାଧିପତି ଅସ୍ପନସ୍କୁ କହିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)4 ନିଖୁନ୍ତ, ସୁନ୍ଦର ଓ ସମସ୍ତ ଜ୍ଞାନରେ ନିପୁଣ, ବିଦ୍ୟାରେ ବିଚକ୍ଷଣ, ବୁଦ୍ଧିରେ ବିଜ୍ଞ ଓ ରାଜପ୍ରାସାଦରେ ଠିଆ ହେବାକୁ ଯୋଗ୍ୟ କେତେକ ଯୁବା ଲୋକଙ୍କୁ ଆଣିବାକୁ ଓ କଲ୍ଦୀୟ ବିଦ୍ୟା ଓ ଭାଷା ଶିଖାଇବାକୁ ଆପଣାର ନପୁଂସକାଧିପତି ଅସ୍ପନସ୍କୁ କହିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ନିଖୁଣ, ସୁନ୍ଦର ଓ ସମସ୍ତ ଜ୍ଞାନରେ ନିପୁଣ, ବିଦ୍ୟାରେ ବିଚକ୍ଷଣ, ବୁଦ୍ଧିରେ ବିଜ୍ଞ ଓ ରାଜପ୍ରାସାଦରେ ଠିଆ ହେବାକୁ ଯୋଗ୍ୟ କେତେକ ଯୁବା ଲୋକଙ୍କୁ ଆଣିବାକୁ ଓ କଲ୍ଦୀୟ ବିଦ୍ୟା ଓ ଭାଷା ଶିଖାଇବାକୁ ଆପଣାର ନପୁଂସକାଧିପତି ଅସ୍ପନସ୍କୁ କହିଲା। Viz kapitolaପବିତ୍ର ବାଇବଲ4 ରାଜା ଯିହୋୟାକୀମ୍ ଗ୍ଭହିଁଲେ ସ୍ୱାସ୍ଥ୍ୟବାନ୍, ସୁନ୍ଦର ଯୋଗ୍ୟ ଏବଂ ଜ୍ଞାନୀ ଯିହୁଦୀ ବାଳକମାନେ ଯେଉଁମାନେ ରାଜକୀୟ ସ୍ଥାନରେ ଠିଆ ହେବାକୁ ଯୋଗ୍ୟ ଥିଲେ ଏବଂ ଅସ୍ପନସ୍ ନପୁଂସକାଧିପତି ଭାଷା ଏବଂ କଲ୍ଦୀୟ ଲୋକମାନଙ୍କର ଲେଖା ଶିଖାଇବାକୁ ପଗ୍ଭରିଲେ। Viz kapitola |