ଦାନିୟେଲ 10:13 - ଓଡିଆ ବାଇବେଲ13 ମାତ୍ର ପାରସ୍ୟ ରାଜ୍ୟର ଅଧିପତି ଏକୋଇଶ ଦିନ ପର୍ଯ୍ୟନ୍ତ ଆମ୍ଭର ପ୍ରତିବାଧା କଲା; ମାତ୍ର ଦେଖ, ପ୍ରଧାନ ଅଧିପତିମାନଙ୍କର ମଧ୍ୟରୁ ମୀଖାୟେଲ ନାମରେ ଜଣେ ଆମ୍ଭର ସାହାଯ୍ୟ କରିବାକୁ ଆସିଲେ; ଆଉ, ଆମ୍ଭେ ସେହି ସ୍ଥାନରେ ପାରସ୍ୟର ରାଜାଗଣର ସଙ୍ଗରେ ରହିଲୁ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ମାତ୍ର ପାରସ୍ୟ ରାଜ୍ୟର ଅଧିପତି ଏକୋଇଶ ଦିନ ପର୍ଯ୍ୟନ୍ତ ଆମ୍ଭର ପ୍ରତିବାଧା କଲା; ମାତ୍ର ଦେଖ, ପ୍ରଧାନ ଅଧିପତିମାନଙ୍କର ମଧ୍ୟରୁ ମୀଖାୟେଲ ନାମରେ ଜଣେ ଆମ୍ଭର ସାହାଯ୍ୟ କରିବାକୁ ଆସିଲେ; ଆଉ, ଆମ୍ଭେ ସେସ୍ଥାନରେ ପାରସ୍ୟର ରାଜଗଣର ସଙ୍ଗରେ ରହିଲୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ମାତ୍ର ପାରସ୍ୟ ରାଜ୍ୟର ଅଧିପତି ଏକୋଇଶ ଦିନ ପର୍ଯ୍ୟନ୍ତ ଆମ୍ଭର ପ୍ରତିବାଧା କଲା; ମାତ୍ର ଦେଖ, ପ୍ରଧାନ ଅଧିପତିମାନଙ୍କର ମଧ୍ୟରୁ ମୀଖାୟେଲ ନାମରେ ଜଣେ ଆମ୍ଭର ସାହାଯ୍ୟ କରିବାକୁ ଆସିଲେ; ଆଉ, ଆମ୍ଭେ ସେହି ସ୍ଥାନରେ ପାରସ୍ୟର ରାଜାଗଣର ସଙ୍ଗରେ ରହିଲୁ। Viz kapitolaପବିତ୍ର ବାଇବଲ13 ମାତ୍ର ପାରସ୍ୟ ରାଜ୍ୟର ରାଜକୁମାର ଏକୋଇଶ ଦିନ ପର୍ଯ୍ୟନ୍ତ ଆମ୍ଭକୁ ବାଧା ଦେଲା, ଆଉ ଦୂତମାନଙ୍କ ମଧ୍ୟରେ ପ୍ରଧାନ ମୀଖାୟେଲ ମୋତେ ସାହାଯ୍ୟ କରିବାକୁ ଆସିଲେ। କାରଣ ପାରସ୍ୟର ରାଜକୁମାର ମୋତେ ପଛରୁ ଟାଣି ଧରିଥିଲା। Viz kapitola |