ଦାନିୟେଲ 10:14 - ଓଡିଆ ବାଇବେଲ14 ଏବେ, ଶେଷ କାଳରେ ତୁମ୍ଭ ଲୋକମାନଙ୍କ ପ୍ରତି ଯାହା ଘଟିବ, ତାହା ତୁମ୍ଭକୁ ବୁଝାଇ ଦେବା ପାଇଁ ଆମ୍ଭେ ଆସିଅଛୁ; କାରଣ ଦର୍ଶନ ଆହୁରି ଅନେକ କାଳ ପର୍ଯ୍ୟନ୍ତ ଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଏବେ, ଶେଷ କାଳରେ ତୁମ୍ଭ ଲୋକମାନଙ୍କ ପ୍ରତି ଯାହା ଘଟିବ, ତାହା ତୁମ୍ଭକୁ ବୁଝାଇ ଦେବା ପାଇଁ ଆମ୍ଭେ ଆସିଅଛୁ; କାରଣ ଦର୍ଶନ ଆହୁରି ଅନେକ କାଳ ପର୍ଯ୍ୟନ୍ତ ଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏବେ, ଶେଷ କାଳରେ ତୁମ୍ଭ ଲୋକମାନଙ୍କ ପ୍ରତି ଯାହା ଘଟିବ, ତାହା ତୁମ୍ଭକୁ ବୁଝାଇ ଦେବା ପାଇଁ ଆମ୍ଭେ ଆସିଅଛୁ; କାରଣ ଦର୍ଶନ ଆହୁରି ଅନେକ କାଳ ପର୍ଯ୍ୟନ୍ତ ଅଛି।” Viz kapitolaପବିତ୍ର ବାଇବଲ14 ଏବେ ଭବିଷ୍ୟତରେ ତୁମ୍ଭ ଲୋକମାନଙ୍କ ପ୍ରତି ଯାହା ଘଟିବ, ତାହା ବୁଝାଇ ଦେବା ପାଇଁ ମୁଁ ଆସିଅଛି। କାରଣ ଏହି ଦର୍ଶନ ଭବିଷ୍ୟତ ବିଷୟରେ ଅଟେ।” Viz kapitola |