Online Bible

- Reklamy -




ଦାନିୟେଲ 10:3 - ଓଡିଆ ବାଇବେଲ

3 ପୂର୍ଣ୍ଣ ତିନି ସପ୍ତାହ ସମାପ୍ତ ହେବା ପର୍ଯ୍ୟନ୍ତ ମୁଁ କୌଣସି ସୁସ୍ୱାଦ ଖାଦ୍ୟ ଭୋଜନ କଲି ନାହିଁ, କିଅବା ମାଂସ ଅବା ଦ୍ରାକ୍ଷାରସ ମୋ’ ମୁଖରେ ପ୍ରବେଶ କଲା ନାହିଁ, ଅଥବା ମୁଁ କିଛି ତୈଳ ମର୍ଦ୍ଦନ କଲି ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 ପୂର୍ଣ୍ଣ ତିନି ସପ୍ତାହ ସମାପ୍ତ ହେବା ପର୍ଯ୍ୟନ୍ତ ମୁଁ କୌଣସି ସୁସ୍ଵାଦୁ ଖାଦ୍ୟ ଭୋଜନ କଲି ନାହିଁ, କିଅବା ମାଂସ ଅବା ଦ୍ରାକ୍ଷାରସ ମୋʼ ମୁଖରେ ପ୍ରବେଶ କଲା ନାହିଁ, ଅଥବା ମୁଁ କିଛି ତୈଳ ମର୍ଦ୍ଦନ କଲି ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୂର୍ଣ୍ଣ ତିନି ସପ୍ତାହ ସମାପ୍ତ ହେବା ପର୍ଯ୍ୟନ୍ତ ମୁଁ କୌଣସି ସୁସ୍ୱାଦୁ ଖାଦ୍ୟ ଭୋଜନ କଲି ନାହିଁ, କିଅବା ମାଂସ ଅବା ଦ୍ରାକ୍ଷାରସ ମୋʼ ମୁଖରେ ପ୍ରବେଶ କଲା ନାହିଁ, ଅଥବା ମୁଁ କିଛି ତୈଳ ମର୍ଦ୍ଦନ କଲି ନାହିଁ।

Viz kapitola kopírovat

ପବିତ୍ର ବାଇବଲ

3 ଏହି ତିନି ସପ୍ତାହ ଧରି ମୁଁ କୌଣସି ସୁସ୍ୱାଦୁ ଖାଦ୍ୟ ଭୋଜନ କଲି ନାହିଁ କି କୌଣସି ମାଂସ ଭକ୍ଷ୍ୟଣ କଲି ନାହିଁ କି ଦ୍ରାକ୍ଷାରସ ପାନ କଲି ନାହିଁ। ଆଉ ମୁଁ ମୋ’ ମୁଣ୍ତରେ ତୈଳ ଲଗାଇଲି ନାହିଁ।

Viz kapitola kopírovat




ଦାନିୟେଲ 10:3

Následuj nás:

Reklamy


Reklamy