ଦାନିୟେଲ 10:7 - ଓଡିଆ ବାଇବେଲ7 ପୁଣି, ମୁଁ, ଦାନିୟେଲ, ଏକାକୀ ସେହି ଦର୍ଶନ ଦେଖିଲି; କାରଣ ମୋର ସଙ୍ଗୀ ଲୋକମାନେ ସେହି ଦର୍ଶନ ଦେଖିଲେ ନାହିଁ; ମାତ୍ର ସେମାନେ ଅତିଶୟ କମ୍ପିତ ହେଲେ ଓ ଆପଣା ଆପଣାକୁ ଲୁଚାଇବା ପାଇଁ ପଳାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ପୁଣି, ମୁଁ ଦାନିୟେଲ ଏକାକୀ ସେହି ଦର୍ଶନ ଦେଖିଲି; କାରଣ ମୋର ସଙ୍ଗୀ ଲୋକମାନେ ସେହି ଦର୍ଶନ ଦେଖିଲେ ନାହିଁ; ମାତ୍ର ସେମାନେ ଅତିଶୟ କମ୍ପିତ ହେଲେ ଓ ଆପଣାମାନଙ୍କୁ ଲୁଚାଇବା ପାଇଁ ପଳାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ମୁଁ, ଦାନିୟେଲ, ଏକାକୀ ସେହି ଦର୍ଶନ ଦେଖିଲି; କାରଣ ମୋର ସଙ୍ଗୀ ଲୋକମାନେ ସେହି ଦର୍ଶନ ଦେଖିଲେ ନାହିଁ; ମାତ୍ର ସେମାନେ ଅତିଶୟ କମ୍ପିତ ହେଲେ ଓ ଆପଣା ଆପଣାକୁ ଲୁଚାଇବା ପାଇଁ ପଳାଇଲେ। Viz kapitolaପବିତ୍ର ବାଇବଲ7 ପୁଣି ମୁଁ, ଦାନିୟେଲ, ଏକାକୀ ସେହି ଦର୍ଶନ ଦେଖିଲି। କାରଣ ମୋର ସାଥୀମାନେ ସେହି ଦର୍ଶନ ଦେଖିଲେ ନାହିଁ, ସେମାନେ ଅତ୍ୟନ୍ତ ଭୟଭୀତ ହୋଇ ଲୁଚି ପଳାୟନ କଲେ। Viz kapitola |