ଦାନିୟେଲ 11:14 - ଓଡିଆ ବାଇବେଲ14 ପୁଣି, ସେହି ସମୟରେ ଅନେକ ଲୋକ ଦକ୍ଷିଣ ଦେଶର ରାଜା ବିରୁଦ୍ଧରେ ଉଠିବେ; ମଧ୍ୟ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଅତ୍ୟାଚାରୀଗଣର ସନ୍ତାନମାନେ ଏହି ଦର୍ଶନ ସଫଳାର୍ଥେ ଆପଣାମାନଙ୍କୁ ଉନ୍ନତ କରିବେ; ମାତ୍ର ସେମାନେ ପତିତ ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ପୁଣି, ସେସମୟରେ ଅନେକ ଲୋକ ଦକ୍ଷିଣ ଦେଶର ରାଜା ବିରୁଦ୍ଧରେ ଉଠିବେ; ମଧ୍ୟ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଅତ୍ୟାଚାରୀଗଣର ସନ୍ତାନମାନେ ଏହି ଦର୍ଶନ ସଫଳାର୍ଥେ ଆପଣାମାନଙ୍କୁ ଉନ୍ନତ କରିବେ; ମାତ୍ର ସେମାନେ ପତିତ ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି, ସେହି ସମୟରେ ଅନେକ ଲୋକ ଦକ୍ଷିଣ ଦେଶର ରାଜା ବିରୁଦ୍ଧରେ ଉଠିବେ; ମଧ୍ୟ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଅତ୍ୟାଚାରୀଗଣର ସନ୍ତାନମାନେ ଏହି ଦର୍ଶନ ସଫଳାର୍ଥେ ଆପଣାମାନଙ୍କୁ ଉନ୍ନତ କରିବେ; ମାତ୍ର ସେମାନେ ପତିତ ହେବେ। Viz kapitolaପବିତ୍ର ବାଇବଲ14 “ସେ ସମୟରେ ଅନେକ ଲୋକ ଦକ୍ଷିଣ ଦେଶ ବିରୁଦ୍ଧରେ ଉଠିବେ। ତୁମ୍ଭ ଲୋକମାନଙ୍କ ମଧ୍ୟରେ ବିଦ୍ରୋହୀମାନେ ଦକ୍ଷିଣ ଦେଶୀୟ ବିରୁଦ୍ଧରେ ଏହି ଦର୍ଶନ ପାଇଁ ଯୁଦ୍ଧ କରିବେ। ମାତ୍ର ସେମାନେ ପତିତ ହେବେ। Viz kapitola |