ଦାନିୟେଲ 11:29 - ଓଡିଆ ବାଇବେଲ29 ନିରୂପିତ କାଳରେ ସେ ଫେରି ଦକ୍ଷିଣ ଦେଶରେ ପ୍ରବେଶ କରିବ; ମାତ୍ର ପୂର୍ବ କାଳରେ ଯେପରି ହୋଇଥିଲା, ଶେଷ କାଳରେ ସେପରି ନୋହିବ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ନିରୂପିତ କାଳରେ ସେ ଫେରି ଦକ୍ଷିଣ ଦେଶରେ ପ୍ରବେଶ କରିବ; ମାତ୍ର ପୂର୍ବ କାଳରେ ଯେପରି ହୋଇଥିଲା, ଶେଷ କାଳରେ ସେପରି ନୋହିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ନିରୂପିତ କାଳରେ ସେ ଫେରି ଦକ୍ଷିଣ ଦେଶରେ ପ୍ରବେଶ କରିବ; ମାତ୍ର ପୂର୍ବକାଳରେ ଯେପରି ହୋଇଥିଲା, ଶେଷ କାଳରେ ସେପରି ନୋହିବ। Viz kapitolaପବିତ୍ର ବାଇବଲ29 “ନିରୂପିତ ସମୟରେ ସେ ପୁଣି ଦକ୍ଷିଣ ବିରୁଦ୍ଧରେ ଯିବ। ମାତ୍ର ପୂର୍ବପରି ସେ ଆଉ ସଫଳ ହେବ ନାହିଁ। Viz kapitola |