ଦାନିୟେଲ 11:40 - ଓଡିଆ ବାଇବେଲ40 ଆଉ, ଅନ୍ତିମ କାଳରେ ଦକ୍ଷିଣ ଦେଶର ରାଜା ତାହା ସଙ୍ଗେ ବିରୋଧ କରିବ ଓ ଉତ୍ତର ଦେଶର ରାଜା ରଥ, ଅଶ୍ୱାରୋହୀଗଣ ଓ ଅନେକ ଜାହାଜ ନେଇ ତାହା ବିରୁଦ୍ଧରେ ଘୂର୍ଣ୍ଣିବାୟୁ ତୁଲ୍ୟ ଆସିବ ଓ ସେ ନାନା ଦେଶ ମଧ୍ୟରେ ପ୍ରବେଶ କରି ବଢ଼ି ତୁଲ୍ୟ ପ୍ଲାବନ କରି ବହିଯିବ। Viz kapitolaପବିତ୍ର ବାଇବଲ (Re-edited) - (BSI)40 ଆଉ, ଅନ୍ତିମ କାଳରେ ଦକ୍ଷିଣ ଦେଶର ରାଜା ତାହା ସଙ୍ଗେ ବିରୋଧ କରିବ ଓ ଉତ୍ତର ଦେଶର ରାଜା ରଥ, ଅଶ୍ଵାରୋହୀଗଣ ଓ ଅନେକ ଜାହାଜ ନେଇ ତାହା ବିରୁଦ୍ଧରେ ଘୂର୍ଣ୍ଣିବାୟୁ ତୁଲ୍ୟ ଆସିବ ଓ ସେ ନାନା ଦେଶ ମଧ୍ୟରେ ପ୍ରବେଶ କରି ବଢ଼ି ତୁଲ୍ୟ ପ୍ଲାବନ କରି ବହିଯିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ଆଉ, ଅନ୍ତିମ କାଳରେ ଦକ୍ଷିଣ ଦେଶର ରାଜା ତାହା ସଙ୍ଗେ ବିରୋଧ କରିବ ଓ ଉତ୍ତର ଦେଶର ରାଜା ରଥ, ଅଶ୍ୱାରୋହୀଗଣ ଓ ଅନେକ ଜାହାଜ ନେଇ ତାହା ବିରୁଦ୍ଧରେ ଘୂର୍ଣ୍ଣିବାୟୁ ତୁଲ୍ୟ ଆସିବ ଓ ସେ ନାନା ଦେଶ ମଧ୍ୟରେ ପ୍ରବେଶ କରି ବଢ଼ି ତୁଲ୍ୟ ପ୍ଲାବନ କରି ବହିଯିବ। Viz kapitolaପବିତ୍ର ବାଇବଲ40 “ଆଉ ଅନ୍ତିମ କାଳରେ ଦକ୍ଷିଣ ଦେଶର ରାଜା ତାହା ସଙ୍ଗେ ବିରୋଧ କରିବ। ଉତ୍ତର ଦେଶର ରାଜା ରଥ ଅଶ୍ୱାରୋହୀଗଣ ଓ ଅନେକ ଜାହାଜ ନେଇ ତାହା ବିରୁଦ୍ଧରେ ଘୂର୍ଣ୍ଣିବାୟୁତୁଲ୍ୟ ଆସିବ। ସେ ନାନା ଦେଶରେ ପ୍ରବେଶ କରି ବନ୍ୟା ପରି ବହିଯିବ। Viz kapitola |