ଦାନିୟେଲ 2:15 - ଓଡିଆ ବାଇବେଲ15 ସେ ରାଜସେନାପତି ଅରୀୟୋକ୍କୁ ଉତ୍ତର କରି କହିଲେ, ରାଜାଜ୍ଞା ଏଡ଼େ ବ୍ୟଗ୍ର କାହିଁକି ? ତହିଁରେ ଅରୀୟୋକ୍ ଦାନିୟେଲଙ୍କୁ ବୃତ୍ତାନ୍ତ ଜଣାଇଲା। Viz kapitolaପବିତ୍ର ବାଇବଲ (Re-edited) - (BSI)15 ସେ ରାଜସେନାପତି ଅରୀୟୋକ୍କୁ ଉତ୍ତର କରି କହିଲେ, ରାଜାଜ୍ଞା ଏଡ଼େ ବ୍ୟଗ୍ର କାହିଁକି? ତହିଁରେ ଅରୀୟୋକ୍ ଦାନିୟେଲଙ୍କୁ ବୃତ୍ତା; ଜଣାଇଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେ ରାଜସେନାପତି ଅରୀୟୋକ୍କୁ ଉତ୍ତର କରି କହିଲେ, “ରାଜାଜ୍ଞା ଏଡ଼େ ବ୍ୟଗ୍ର କାହିଁକି?” ତହିଁରେ ଅରୀୟୋକ୍ ଦାନିୟେଲଙ୍କୁ ବୃତ୍ତାନ୍ତ ଜଣାଇଲା। Viz kapitolaପବିତ୍ର ବାଇବଲ15 ଦାନିୟେଲ ଅରିୟୋକ୍କୁ କହିଲେ, “ରାଜଦଣ୍ତ ଏତେ କଠୋର କାହିଁକି?” ତେଣୁ ଅରିୟୋକ ରାଜାଙ୍କ ସ୍ୱପ୍ନ ବୃତ୍ତାନ୍ତ ଦାନିୟେଲଙ୍କୁ ବୁଝାଇ ଦେଲେ। Viz kapitola |