ଦାନିୟେଲ 2:16 - ଓଡିଆ ବାଇବେଲ16 ଏଥିରେ ଦାନିୟେଲ ରାଜାଙ୍କ ନିକଟକୁ ଯାଇ ଆପଣା ପାଇଁ ଗୋଟିଏ ସମୟ ନିରୂପଣ କରିବାକୁ ପ୍ରାର୍ଥନା କଲେ, ତାହା କଲେ ମହାରାଜାଙ୍କ ନିକଟରେ ସ୍ୱପ୍ନର ଅର୍ଥ ପ୍ରକାଶ କରିବି ବୋଲି କହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଏଥିରେ ଦାନିୟେଲ ରାଜାଙ୍କ ନିକଟକୁ ଯାଇ ଆପଣା ପାଇଁ ଗୋଟିଏ ସମୟ ନିରୂପଣ କରିବାକୁ ପ୍ରାର୍ଥନା କଲେ, ତାହା କଲେ ମହାରାଜାଙ୍କ ନିକଟରେ ସ୍ଵପ୍ନର ଅର୍ଥ ପ୍ରକାଶ କରିବି (ବୋଲି) କହିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏଥିରେ ଦାନିୟେଲ ରାଜାଙ୍କ ନିକଟକୁ ଯାଇ ଆପଣା ପାଇଁ ଗୋଟିଏ ସମୟ ନିରୂପଣ କରିବାକୁ ପ୍ରାର୍ଥନା କଲେ, ତାହା କଲେ ମହାରାଜାଙ୍କ ନିକଟରେ ସ୍ୱପ୍ନର ଅର୍ଥ ପ୍ରକାଶ କରିବି ବୋଲି କହିଲେ। Viz kapitolaପବିତ୍ର ବାଇବଲ16 ଏଥିରେ ଦାନିୟେଲ ରାଜାଙ୍କ ନିକଟକୁ ଯାଇ ଆଉ କିଛି ଅଧିକ ସମୟ ଦେବାକୁ ନିବେଦନ କଲେ। ତାହାହେଲେ ସେ ରାଜାଙ୍କର ସ୍ୱପ୍ନର ଅର୍ଥ ତାଙ୍କ ନିକଟରେ ପ୍ରକାଶ କରିବେ। Viz kapitola |