Online Bible

- Reklamy -




ଦାନିୟେଲ 2:8 - ଓଡିଆ ବାଇବେଲ

8 ରାଜା ଉତ୍ତର କରି କହିଲା, ମୋ’ଠାରୁ କଥା ବାହାରି ଯାଇଅଛି, ଏହା ଦେଖି ତୁମ୍ଭେମାନେ ସମୟ ବିଳମ୍ବ କରିବାର ଇଚ୍ଛା କରୁଅଛ, ଏହା ମୁଁ ନିଶ୍ଚୟ ଜାଣେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ରାଜା ଉତ୍ତର କରି କହିଲା, ମୋʼଠାରୁ କଥା ବାହାରି ଯାଇଅଛି, ଏହା ଦେଖି ତୁମ୍ଭେମାନେ କାଳ ବିଳମ୍ଵ କରିବାର ଇଚ୍ଛା କରୁଅଛ, ଏହା ମୁଁ ନିଶ୍ଚୟ ଜାଣେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ରାଜା ଉତ୍ତର କରି କହିଲା, “ମୋʼ ଠାରୁ କଥା ବାହାରି ଯାଇଅଛି, ଏହା ଦେଖି ତୁମ୍ଭେମାନେ ସମୟ ବିଳମ୍ବ କରିବାର ଇଚ୍ଛା କରୁଅଛ, ଏହା ମୁଁ ନିଶ୍ଚୟ ଜାଣେ।

Viz kapitola kopírovat

ପବିତ୍ର ବାଇବଲ

8 ରାଜା ଉତ୍ତର ଦେଇ କହିଲେ, “ମୁଁ ନିଶ୍ଚିତ ଜାଣେ ଯେ, ତୁମ୍ଭେମାନେ ଇଚ୍ଛା କରି କାଳବିଳମ୍ବ କରୁଛ, କାରଣ ତୁମ୍ଭେମାନେ ତାହା ଦେଖ ଯେ, ପୂର୍ବରୁ ଆଦେଶ ହୋଇଯାଇଛି।

Viz kapitola kopírovat




ଦାନିୟେଲ 2:8

Následuj nás:

Reklamy


Reklamy