ଦାନିୟେଲ 3:15 - ଓଡିଆ ବାଇବେଲ15 ଏବେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସର୍ବପ୍ରକାର ବାଦ୍ୟ ଶୁଣିଲେ, ତୁମ୍ଭେମାନେ ଯଦି ମୋ’ ନିର୍ମିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କରିବାକୁ ପ୍ରସ୍ତୁତ ହୁଅ, ତେବେ ଭଲ; ମାତ୍ର ଯଦି ତୁମ୍ଭେମାନେ ପ୍ରଣାମ ନ କର, ତେବେ ସେହି ଦଣ୍ଡରେ ତୁମ୍ଭେମାନେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ; ଆଉ, ଏପରି କେଉଁ ଦେବତା ଅଛି ଯେ ତୁମ୍ଭମାନଙ୍କୁ ମୋ’ ହସ୍ତରୁ ଉଦ୍ଧାର କରିବ ? Viz kapitolaପବିତ୍ର ବାଇବଲ (Re-edited) - (BSI)15 ଏବେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସର୍ବପ୍ରକାର ବାଦ୍ୟ ଶୁଣିଲେ, ତୁମ୍ଭେମାନେ ଯେବେ ମୋʼ ନିର୍ମିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କରିବାକୁ ପ୍ରସ୍ତୁତ ହୁଅ, ତେବେ ଭଲ; ମାତ୍ର ଯେବେ ତୁମ୍ଭେମାନେ ପ୍ରଣାମ ନ କର, ତେବେ ସେହି ଦଣ୍ତରେ ତୁମ୍ଭେମାନେ ପ୍ରଜ୍ଵଳିତ ଅଗ୍ନିକୁଣ୍ତରେ ନିକ୍ଷିପ୍ତ ହେବ; ଆଉ, ଯେ ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରିବ, ଏପରି କେଉଁ ଦେବତା ଅଛି? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏବେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସର୍ବପ୍ରକାର ବାଦ୍ୟ ଶୁଣିଲେ, ତୁମ୍ଭେମାନେ ଯଦି ମୋʼ ନିର୍ମିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କରିବାକୁ ପ୍ରସ୍ତୁତ ହୁଅ, ତେବେ ଭଲ; ମାତ୍ର ଯଦି ତୁମ୍ଭେମାନେ ପ୍ରଣାମ ନ କର, ତେବେ ସେହି ଦଣ୍ଡରେ ତୁମ୍ଭେମାନେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ; ଆଉ, ଏପରି କେଉଁ ଦେବତା ଅଛି ଯେ ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରିବ?” Viz kapitolaପବିତ୍ର ବାଇବଲ15 ଯେତେବେଳେ ତୂରୀ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସବୁପ୍ରକାର ବାଦ୍ୟ ଶୁଣ, ତୁମ୍ଭେମାନେ ସୁବର୍ଣ୍ଣ ପ୍ରତିମାକୁ ମୁଣ୍ତ ନୁଆଁଇ ପ୍ରଣାମ କରିବ। ଯଦି ତୁମ୍ଭେମାନେ ପୂଜା ନ କର ତେବେ ତୁମ୍ଭମାନଙ୍କୁ ଜ୍ୱଳନ୍ତ ଅଗ୍ନି କୁଣ୍ଡରେ ଫିଙ୍ଗା ଯିବ। ଆଉ ଏପରି କୌଣସି ଦେବତା ନାହାନ୍ତି ଯେ କି ମୋ'ଠାରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବ।” Viz kapitola |