ଦାନିୟେଲ 3:18 - ଓଡିଆ ବାଇବେଲ18 ମାତ୍ର ଯଦି ନ କରନ୍ତି, ତେବେ ହେ ମହାରାଜ, ଆମ୍ଭେମାନେ ଯେ ଆପଣଙ୍କ ଦେବତାଗଣର ସେବା କରିବୁ ନାହିଁ, କିଅବା ଆପଣଙ୍କ ସ୍ଥାପିତ ସୁବର୍ଣ୍ଣ-ପ୍ରତିମାକୁ ପ୍ରଣାମ କରିବୁ ନାହିଁ, ଏହା ଆପଣ ଜ୍ଞାତ ହେଉନ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ମାତ୍ର ଯେବେ ନ କରନ୍ତି, ତେବେ ହେ ମହାରାଜ, ଆମ୍ଭେମାନେ ଯେ ଆପଣଙ୍କ ଦେବତାଗଣର ସେବା କରିବୁ ନାହିଁ, କିଅବା ଆପଣଙ୍କ ସ୍ଥାପିତ ସୁବର୍ଣ୍ଣ-ପ୍ରତିମାକୁ ପ୍ରଣାମ କରିବୁ ନାହିଁ, ଏହା ଆପଣ ଜ୍ଞାତ ହେଉନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ମାତ୍ର ଯଦି ନ କରନ୍ତି, ତେବେ ହେ ମହାରାଜ, ଆମ୍ଭେମାନେ ଯେ ଆପଣଙ୍କ ଦେବତାଗଣର ସେବା କରିବୁ ନାହିଁ, କିଅବା ଆପଣଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରିବୁ ନାହିଁ, ଏହା ଆପଣ ଜ୍ଞାତ ହେଉନ୍ତୁ।” Viz kapitolaପବିତ୍ର ବାଇବଲ18 ଆଉ ଏପରିକି ପରମେଶ୍ୱର ଯଦି ଆମ୍ଭମାନଙ୍କୁ ରକ୍ଷା କରିବାକୁ ନ ଆସନ୍ତି ତଥାପି ଆମ୍ଭେମାନେ ଆପଣଙ୍କ ଦେବତାଗଣର ପୂଜା କରିବୁ ନାହିଁ କି ଆପଣଙ୍କ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରିବୁ ନାହିଁ।” Viz kapitola |