Online Bible

- Reklamy -




ଦାନିୟେଲ 3:20 - ଓଡିଆ ବାଇବେଲ

20 ପୁଣି, ସେ ଆପଣା ସୈନ୍ୟ ମଧ୍ୟରୁ କେତେକ ବଳବାନ ଲୋକଙ୍କୁ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋକୁ ବାନ୍ଧି ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ପକାଇବା ପାଇଁ ଆଜ୍ଞା ଦେଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ପୁଣି, ସେ ଆପଣା ସୈନ୍ୟ ମଧ୍ୟରୁ କେତେକ ବଳବାନ ଲୋକଙ୍କୁ ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋକୁ ବାନ୍ଧି ପ୍ରଜ୍ଵଳିତ ଅଗ୍ନିକୁଣ୍ତରେ ପକାଇବା ପାଇଁ ଆଜ୍ଞା ଦେଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ପୁଣି, ସେ ଆପଣା ସୈନ୍ୟ ମଧ୍ୟରୁ କେତେକ ବଳବାନ ଲୋକଙ୍କୁ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋଙ୍କୁ ବାନ୍ଧି ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ପକାଇବା ପାଇଁ ଆଜ୍ଞା ଦେଲା।

Viz kapitola kopírovat

ପବିତ୍ର ବାଇବଲ

20 ତା'ପରେ ନବୂଖ‌ଦ୍‌ନିତ୍ସର ଆପଣା ସୈନ୍ୟବାହିନୀ ମଧ୍ୟରୁ କେତେକ ବଳବାନ ସୈନ୍ୟକୁ ଶଦ୍ରକ, ମୈଶକ୍ ଓ ଅବେଦ୍-ନଗୋକୁ ବାନ୍ଧି ଜ୍ୱଳନ୍ତ ଅଗ୍ନିକୁଣ୍ତରେ ପକାଇବାକୁ ଆଜ୍ଞା ଦେଲେ।

Viz kapitola kopírovat




ଦାନିୟେଲ 3:20

Následuj nás:

Reklamy


Reklamy