ଦାନିୟେଲ 3:25 - ଓଡିଆ ବାଇବେଲ25 ରାଜା ଉତ୍ତର କରି କହିଲା, ଦେଖ, ମୁଁ ଅଗ୍ନି ମଧ୍ୟରେ ଗମନ କରିବାର ଚାରି ମୁକ୍ତ ଲୋକ ଦେଖୁଅଛି ଓ ସେମାନଙ୍କର କୌଣସି କ୍ଷତି ହୋଇ ନାହିଁ; ପୁଣି, ଚତୁର୍ଥ ଲୋକର ମୂର୍ତ୍ତି ପରମେଶ୍ୱରଙ୍କ ପୁତ୍ର ସଦୃଶ୍ୟ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ରାଜା ଉତ୍ତର କରି କହିଲା, ଦେଖ, ମୁଁ ଅଗ୍ନି ମଧ୍ୟରେ ଗମନ କରିବାର ଚାରି ମୁକ୍ତ ଲୋକ ଦେଖୁଅଛି ଓ ସେମାନଙ୍କର କୌଣସି କ୍ଷତି ହୋଇ ନାହିଁ; ପୁଣି, ଚତୁର୍ଥ ଲୋକର ମୂର୍ତ୍ତି ପରମେଶ୍ଵରଙ୍କ ପୁତ୍ର ସଦୃଶ୍ୟ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ରାଜା ଉତ୍ତର କରି କହିଲା, “ଦେଖ, ମୁଁ ଅଗ୍ନି ମଧ୍ୟରେ ଗମନ କରିବାର ଚାରି ମୁକ୍ତ ଲୋକ ଦେଖୁଅଛି ଓ ସେମାନଙ୍କର କୌଣସି କ୍ଷତି ହୋଇ ନାହିଁ; ପୁଣି, ଚତୁର୍ଥ ଲୋକର ମୂର୍ତ୍ତି ପରମେଶ୍ୱରଙ୍କ ପୁତ୍ର ସଦୃଶ୍ୟ।” Viz kapitolaପବିତ୍ର ବାଇବଲ25 ରାଜା ଉତ୍ତର କରି କହିଲେ, “ଦେଖ, ମୁଁ ଅଗ୍ନି କୁଣ୍ତରେ ଗ୍ଭରିଟି ମୁକ୍ତ ଲୋକ ବିଚରଣ କରୁଥିବାର ଦେଖୁଛି। ଆଉ ସେମାନେ ଦଗ୍ଧିଭୂତ ହୋଇ ନାହାନ୍ତି ଓ ଚତୁର୍ଥ ଲୋକଟି ଦେବପୁତ୍ର ସଦୃଶ।” Viz kapitola |