Online Bible

- Reklamy -




ଦାନିୟେଲ 3:27 - ଓଡିଆ ବାଇବେଲ

27 ପୁଣି, କ୍ଷିତିପାଳ, ରାଜପ୍ରତିନିଧି ଓ ଦେଶାଧ୍ୟକ୍ଷ ଓ ରାଜମନ୍ତ୍ରୀମାନେ ଏକତ୍ର ହୋଇ ସେହି ତିନି ଜଣଙ୍କୁ ଅନାଇ ଦେଖିଲେ ଯେ, ଅଗ୍ନି ସେମାନଙ୍କର ଶରୀର ଉପରେ କିଛି ହିଁ ଶକ୍ତି ପ୍ରକାଶ କରି ନାହିଁ, କିଅବା ସେମାନଙ୍କ ମସ୍ତକର କେଶ ହିଁ କିଛି ଦଗ୍ଧ ହୋଇ ନାହିଁ, ଅଥବା ସେମାନଙ୍କର ପାୟଜାମା ବିକୃତ ହୋଇ ନାହିଁ, କିଅବା ସେମାନଙ୍କ ଶରୀରରେ ଅଗ୍ନିର ଗନ୍ଧ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ପୁଣି, କ୍ଷିତିପାଳ, ରାଜପ୍ରତିନିଧି ଓ ଦେଶାଧ୍ୟକ୍ଷ ଓ ରାଜମନ୍ତ୍ରୀମାନେ ଏକତ୍ର ହୋଇ ସେହି ତିନି ଜଣଙ୍କୁ ଅନାଇ ଦେଖିଲେ ଯେ, ଅଗ୍ନି ସେମାନଙ୍କର ଶରୀର ଉପରେ କିଛି ହିଁ ଶକ୍ତି ପ୍ରକାଶ କରି ନାହିଁ, କିଅବା ସେମାନଙ୍କ ମସ୍ତକର କେଶ ହିଁ କିଛି ଦଗ୍ଧ ହୋଇ ନାହିଁ, ଅଥବା ସେମାନଙ୍କର ପାୟଜାମା ବିକୃତ ହୋଇ ନାହିଁ, କିଅବା ସେମାନଙ୍କ ଶରୀରରେ ଅଗ୍ନିର ଗନ୍ଧ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ପୁଣି, କ୍ଷିତିପାଳ, ରାଜପ୍ରତିନିଧି ଓ ଦେଶାଧ୍ୟକ୍ଷ ଓ ରାଜମନ୍ତ୍ରୀମାନେ ଏକତ୍ର ହୋଇ ସେହି ତିନି ଜଣଙ୍କୁ ଅନାଇ ଦେଖିଲେ ଯେ, ଅଗ୍ନି ସେମାନଙ୍କର ଶରୀର ଉପରେ କିଛି ହିଁ ଶକ୍ତି ପ୍ରକାଶ କରି ନାହିଁ, କିଅବା ସେମାନଙ୍କ ମସ୍ତକର କେଶ ହିଁ କିଛି ଦଗ୍ଧ ହୋଇ ନାହିଁ, ଅଥବା ସେମାନଙ୍କର ପାୟଜାମା ବିକୃତ ହୋଇ ନାହିଁ, କିଅବା ସେମାନଙ୍କ ଶରୀରରେ ଅଗ୍ନିର ଗନ୍ଧ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

27 ପୁଣି କ୍ଷିତିପାଳ, ରାଜ ପ୍ରତିନିଧି, ଦେଶାଧ୍ୟକ୍ଷ ଓ ରାଜମନ୍ତ୍ରୀମାନେ ଏକତ୍ରିତ ହୋଇ ସେହି ତିନି ଜଣଙ୍କୁ ଦେଖିଲେ ଯେ ଅଗ୍ନି ସେମାନଙ୍କର ଶରୀରରେ କୌଣସି ଅଂଶ ଦ‌ଗ୍‌ଧ କରି ନାହିଁ। ସେମାନଙ୍କ ମସ୍ତକର କେଶ କି ସେମାନଙ୍କର ପାଇଜାମା ଦ‌ଗ୍‌ଧ ହୋଇ ନାହିଁ କି ସେମାନଙ୍କର ଶରୀରରେ ଅଗ୍ନିର ଗନ୍ଧ ନାହିଁ।

Viz kapitola kopírovat




ଦାନିୟେଲ 3:27

Následuj nás:

Reklamy


Reklamy