ଦାନିୟେଲ 4:23 - ଓଡିଆ ବାଇବେଲ23 ପୁଣି, ଆପଣ ଯେ ଦେଖିଲେ, ସ୍ୱର୍ଗରୁ ଏକ ପ୍ରହରୀ ଓ ପବିତ୍ର ପୁରୁଷ ଓହ୍ଲାଇ ଆସି କହିଲେ, ଏ ବୃକ୍ଷକୁ ଛେଦନ କରି ବିନଷ୍ଟ କର; ତଥାପି ଭୂମିରେ ତହିଁର ମୂଳ ଗଣ୍ଡିକୁ ଲୌହ ଓ ପିତ୍ତଳ ବେଡ଼ିରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧ୍ୟରେ ରଖ; ଆଉ, ତାହା ଆକାଶର କାକରରେ ତିନ୍ତୁ ଓ ତାହା ଉପରେ ସାତ କାଳ ବହି ଯିବା ପର୍ଯ୍ୟନ୍ତ କ୍ଷେତ୍ରସ୍ଥ ପଶୁଗଣର ସହିତ ତାହାର ଅଂଶ ହେଉ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ପୁଣି, ଆପଣ ଯେ ଦେଖିଲେ, ସ୍ଵର୍ଗରୁ ଏକ ପ୍ରହରୀ ଓ ପବିତ୍ର ପୁରୁଷ ଓହ୍ଲାଇ ଆସି କହିଲେ, ଏ ବୃକ୍ଷକୁ ଛେଦନ କରି ବିନଷ୍ଟ କର; ତଥାପି ଭୂମିରେ ତହିଁର ମୂଳ-ଗଣ୍ତିକି ଲୌହ ଓ ପିତ୍ତଳ ବେଡ଼ିରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧ୍ୟରେ ରଖ; ଆଉ, ତାହା ଆକାଶର କାକରରେ ତିନ୍ତୁ ଓ ତାହା ଉପରେ ସାତ କାଳ ବହି ଯିବା ପର୍ଯ୍ୟନ୍ତ କ୍ଷେତ୍ରସ୍ଥ ପଶୁଗଣର ସହିତ ତାହାର ଅଂଶ ହେଉ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ପୁଣି, ଆପଣ ଯେ ଦେଖିଲେ, ସ୍ୱର୍ଗରୁ ଏକ ପ୍ରହରୀ ଓ ପବିତ୍ର ପୁରୁଷ ଓହ୍ଲାଇ ଆସି କହିଲେ, ଏ ବୃକ୍ଷକୁ ଛେଦନ କରି ବିନଷ୍ଟ କର; ତଥାପି ଭୂମିରେ ତହିଁର ମୂଳ-ଗଣ୍ଡିକୁ ଲୌହ ଓ ପିତ୍ତଳ ବେଡ଼ିରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧ୍ୟରେ ରଖ; ଆଉ, ତାହା ଆକାଶର କାକରରେ ତିନ୍ତୁ ଓ ତାହା ଉପରେ ସାତ କାଳ ବହିଯିବା ପର୍ଯ୍ୟନ୍ତ କ୍ଷେତ୍ରସ୍ଥ ପଶୁଗଣର ସହିତ ତାହାର ଅଂଶ ହେଉ। Viz kapitolaପବିତ୍ର ବାଇବଲ23 “ଏବଂ ଆପଣ ମଧ୍ୟ ଦେଖିଲେ ଯେ, ସ୍ୱର୍ଗରୁ ପବିତ୍ର ସ୍ୱର୍ଗଦୂତ ଓହ୍ଲାଇ ଆସି କହିଲେ, ‘ଏ ବୃକ୍ଷକୁ ବିନଷ୍ଟ କରି ଛେଦନ କର। କିନ୍ତୁ ଏହା ମୂଳକୁ ଲୌହ ଓ ପିତ୍ତଳ ବେଡ଼ିରେ ବାନ୍ଧି କ୍ଷେତ୍ରସ୍ଥ କୋମଳ ତୃଣ ମଧ୍ୟରେ ରଖ। ଆଉ ତାହା ଆକାଶର କାକରରେ ତିନ୍ତୁ ଓ ତାହା ଉପରେ ସାତ ବର୍ଷ ଅତିକ୍ରମ କରିବା ପର୍ଯ୍ୟନ୍ତ କ୍ଷେତ୍ରସ୍ଥ ପଶୁଗଣ ସହିତ ତାହାର ଅଂଶ ହେଉ।’ Viz kapitola |