Online Bible

- Reklamy -




ଦାନିୟେଲ 4:27 - ଓଡିଆ ବାଇବେଲ

27 ଏହେତୁ ହେ ମହାରାଜ, ମୋର ପରାମର୍ଶ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆଉ ଆପଣ ଧାର୍ମିକତା ଦ୍ୱାରା ଆପଣା ପାପସକଳ ଓ ଦରିଦ୍ରମାନଙ୍କ ପ୍ରତି ଦୟା ଦେଖାଇବା ଦ୍ୱାରା ଆପଣା ଅଧର୍ମସକଳ ଦୂର କରନ୍ତୁ; ତାହାହେଲେ ହୋଇପାରେ, ଆପଣଙ୍କ ଶାନ୍ତିର କାଳ ବୃଦ୍ଧି ପାଇବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ଏହେତୁ ହେ ମହାରାଜ, ମୋର ପରାମର୍ଶ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆଉ ଆପଣ ଧାର୍ମିକତା ଦ୍ଵାରା ଆପଣା ପାପସକଳ ଓ ଦରିଦ୍ରମାନଙ୍କ ପ୍ରତି ଦୟା ଦେଖାଇବା ଦ୍ଵାରା ଆପଣା ଅଧର୍ମସକଳ ଦୂର କରନ୍ତୁ; ତାହାହେଲେ ହୋଇପାରେ, ଆପଣଙ୍କ ଶାନ୍ତିର କାଳ ବୃଦ୍ଧି ପାଇବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଏହେତୁ ହେ ମହାରାଜ, ମୋର ପରାମର୍ଶ ଆପଣଙ୍କ ନିକଟରେ ଗ୍ରାହ୍ୟ ହେଉ, ଆଉ ଆପଣ ଧାର୍ମିକତା ଦ୍ୱାରା ଆପଣା ପାପସକଳ ଓ ଦରିଦ୍ରମାନଙ୍କ ପ୍ରତି ଦୟା ଦେଖାଇବା ଦ୍ୱାରା ଆପଣା ଅଧର୍ମସକଳ ଦୂର କରନ୍ତୁ; ତାହାହେଲେ ହୋଇପାରେ, ଆପଣଙ୍କ ଶାନ୍ତିର କାଳ ବୃଦ୍ଧି ପାଇବ।”

Viz kapitola kopírovat

ପବିତ୍ର ବାଇବଲ

27 ତେଣୁ ହେ ମହାରାଜ, ଆପଣ ମୋର ଉପଦେଶ ଗ୍ରହଣ କରନ୍ତୁ। ଆପଣ ଧାର୍ମିକତା ବଳରେ ପାପରାଶି ଦୂର କରନ୍ତୁ ଓ ଦରିଦ୍ରମାନଙ୍କୁ ଦୟା ଦେଖାଇ ଆପଣା ଅଧର୍ମ ସକଳ ଦୂର କରନ୍ତୁ। ତାହାହେଲେ ଆପଣଙ୍କର ସଫଳତା ଓ ଶାନ୍ତିର କାଳ ବୃଦ୍ଧି ପାଇବ।”

Viz kapitola kopírovat




ଦାନିୟେଲ 4:27

Následuj nás:

Reklamy


Reklamy