ଦାନିୟେଲ 4:31 - ଓଡିଆ ବାଇବେଲ31 ରାଜାର ମୁଖରେ ଏହି କଥା ଥାଉ ଥାଉ ଏହି ସ୍ୱର୍ଗୀୟ ବାଣୀ ହେଲା, ହେ ରାଜନ୍ ନବୂଖଦ୍ନିତ୍ସର, ତୁମ୍ଭକୁ ଏହି କଥା କୁହାଯାଉଅଛି, ତୁମ୍ଭଠାରୁ ରାଜ୍ୟ ଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)31 ରାଜାର ମୁଖରେ ଏହି କଥା ଥାଉ ଥାଉ ଏହି ସ୍ଵର୍ଗୀୟ ବାଣୀ ହେଲା, ହେ ରାଜନ୍ ନବୂଖଦ୍ନିତ୍ସର, ତୁମ୍ଭକୁ ଏହି କଥା କୁହାଯାଉଅଛି, ତୁମ୍ଭଠାରୁ ରାଜ୍ୟ ଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ରାଜାର ମୁଖରେ ଏହି କଥା ଥାଉ ଥାଉ ଏହି ସ୍ୱର୍ଗୀୟ ବାଣୀ ହେଲା, “ହେ ରାଜନ୍ ନବୂଖଦ୍ନିତ୍ସର, ତୁମ୍ଭକୁ ଏହି କଥା କୁହାଯାଉଅଛି, ତୁମ୍ଭଠାରୁ ରାଜ୍ୟ ଗଲା। Viz kapitolaପବିତ୍ର ବାଇବଲ31 ରାଜାଙ୍କ ମୁଖରୁ କଥା ଶେଷ ନ ହେଉଣୁ, ଏହି ସ୍ୱର୍ଗୀୟବାଣୀ ହେଲା, “ହେ ରାଜା ନବୂଖଦ୍ନିତ୍ସର, ତୁମ୍ଭକୁ ଏହି କଥା କୁହାଯାଉଅଛି ଯେ ତୁମ୍ଭଠାରୁ ରାଜ୍ୟ କାଢ଼ି ନିଆଗଲା। Viz kapitola |