ଦାନିୟେଲ 4:35 - ଓଡିଆ ବାଇବେଲ35 ପୁଣି, ପୃଥିବୀନିବାସୀ ସମସ୍ତେ ଅବସ୍ତୁ ତୁଲ୍ୟ ଗଣିତ; ଆଉ ସେ ସ୍ୱର୍ଗୀୟ ସୈନ୍ୟଗଣ ମଧ୍ୟରେ ଓ ପୃଥିବୀର ନିବାସୀଗଣର ମଧ୍ୟରେ ଆପଣା ଇଚ୍ଛାନୁସାରେ କାର୍ଯ୍ୟ କରନ୍ତି; ଆଉ, କେହି ତାହାଙ୍କର ହସ୍ତ ସ୍ଥଗିତ କରି ନ ପାରେ ଓ ତୁମ୍ଭେ କ’ଣ କରୁଅଛ ଏହା ତାହାଙ୍କୁ କହି ନ ପାରେ। Viz kapitolaପବିତ୍ର ବାଇବଲ (Re-edited) - (BSI)35 ପୁଣି, ପୃଥିବୀନିବାସୀ ସମସ୍ତେ ଅବସ୍ତୁ ତୁଲ୍ୟ ଗଣିତ; ଆଉ ସେ ସ୍ଵର୍ଗୀୟ ସୈନ୍ୟଗଣ ମଧ୍ୟରେ ଓ ପୃଥିବୀର ନିବାସୀଗଣର ମଧ୍ୟରେ ଆପଣା ଇଚ୍ଛାନୁସାରେ କାର୍ଯ୍ୟ କରନ୍ତି; ଆଉ, କେହି ତାହାଙ୍କର ହସ୍ତ ସ୍ଥଗିତ କରି ନ ପାରେ ଓ ତୁମ୍ଭେ କʼଣ କରୁଅଛ ଏହା ତାହାଙ୍କୁ କହି ନ ପାରେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ପୁଣି, ପୃଥିବୀନିବାସୀ ସମସ୍ତେ ଅବସ୍ତୁ ତୁଲ୍ୟ ଗଣିତ; ଆଉ ସେ ସ୍ୱର୍ଗୀୟ ସୈନ୍ୟଗଣ ମଧ୍ୟରେ ଓ ପୃଥିବୀର ନିବାସୀଗଣର ମଧ୍ୟରେ ଆପଣା ଇଚ୍ଛାନୁସାରେ କାର୍ଯ୍ୟ କରନ୍ତି; ଆଉ, କେହି ତାହାଙ୍କର ହସ୍ତ ସ୍ଥଗିତ କରି ନ ପାରେ ଓ “ତୁମ୍ଭେ କʼଣ କରୁଅଛ” ଏହା ତାହାଙ୍କୁ କହି ନ ପାରେ। Viz kapitolaପବିତ୍ର ବାଇବଲ35 ପୁଣି ପୃଥିବୀ ନିବାସୀ ସମସ୍ତେ ତୁଚ୍ଛ ବସ୍ତୁ ସଦୃଶ। ଆଉ ସ୍ୱର୍ଗୀୟ ଶକ୍ତି ବଳରେ ପରମେଶ୍ୱର ନିଜ ଇଚ୍ଛାନୁସାରେ ପୃଥିବୀ ନିବାସୀମାନଙ୍କ ମଧ୍ୟରେ କାର୍ଯ୍ୟ କରନ୍ତି। କେହି ତାଙ୍କର ଶକ୍ତିଶାଳୀ ହସ୍ତ ବନ୍ଦ କରି ନ ପାରେ ଓ କେହି ତାଙ୍କୁ କିଛି ପ୍ରଶ୍ନ କରି ନ ପାରେ। Viz kapitola |