ଦାନିୟେଲ 4:37 - ଓଡିଆ ବାଇବେଲ37 ଏଣୁ ମୁଁ ନବୂଖଦ୍ନିତ୍ସର ସେହି ସ୍ୱର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି; କାରଣ ତାହାଙ୍କର ସକଳ କ୍ରିୟା ସତ୍ୟ ଓ ତାହାଙ୍କର ପଥସକଳ ନ୍ୟାଯ୍ୟ; ପୁଣି, ଯେଉଁମାନେ ଗର୍ବାଚରଣ କରନ୍ତି, ସେମାନଙ୍କୁ ନତ କରିବାକୁ ତାହାଙ୍କର କ୍ଷମତା ଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)37 ଏଣୁ ମୁଁ ନବୂଖଦ୍ନିତ୍ସର ସେହି ସ୍ଵର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି; କାରଣ ତାହାଙ୍କର ସକଳ କ୍ରିୟା ସତ୍ୟ ଓ ତାହାଙ୍କର ପଥସକଳ ନ୍ୟାଯ୍ୟ; ପୁଣି, ଯେଉଁମାନେ ଗର୍ବାଚରଣ କରନ୍ତି, ସେମାନଙ୍କୁ ନତ କରିବାକୁ ତାହାଙ୍କର କ୍ଷମତା ଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ଏଣୁ ମୁଁ ନବୂଖଦ୍ନିତ୍ସର ସେହି ସ୍ୱର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି; କାରଣ ତାହାଙ୍କର ସକଳ କ୍ରିୟା ସତ୍ୟ ଓ ତାହାଙ୍କର ପଥସକଳ ନ୍ୟାଯ୍ୟ; ପୁଣି, ଯେଉଁମାନେ ଗର୍ବାଚରଣ କରନ୍ତି, ସେମାନଙ୍କୁ ନତ କରିବାକୁ ତାହାଙ୍କର କ୍ଷମତା ଅଛି। Viz kapitolaପବିତ୍ର ବାଇବଲ37 ଏଣୁ ମୁଁ ନବୂଖଦ୍ନିତ୍ସର ସେହି ସ୍ୱର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି। କାରଣ ତାଙ୍କର ସମସ୍ତ କ୍ରିୟା ସତ୍ୟ ଓ ତାଙ୍କର ପଥ ସବୁ ନ୍ୟାର୍ଯ୍ୟ। ଆଉ ସେ ଗର୍ବୀମାନଙ୍କୁ ନମ୍ର କରନ୍ତି। Viz kapitola |