ଦାନିୟେଲ 5:2 - ଓଡିଆ ବାଇବେଲ2 ପୁଣି, ତାହାର ପିତା ନବୂଖଦ୍ନିତ୍ସର ଯିରୂଶାଲମସ୍ଥ ମନ୍ଦିରରୁ ଯେଉଁ ସକଳ ସୁନା ଓ ରୂପାର ପାତ୍ର ଅପହରଣ କରିଥିଲା, ତହିଁରେ ରାଜା ଓ ତାହାର ଅମାତ୍ୟବର୍ଗ, ପୁଣି ତାହାର ପତ୍ନୀଗଣ ଓ ଉପପତ୍ନୀଗଣ ଯେପରି ପାନ କରିବେ, ଏଥିପାଇଁ ବେଲ୍ଶତ୍ସର ଦ୍ରାକ୍ଷାରସ ଆସ୍ୱାଦନ କରୁ କରୁ ସେସକଳ ପାତ୍ର ଆଣିବା ପାଇଁ ଆଜ୍ଞା କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)2 ପୁଣି, ତାହାର ପିତା ନବୂଖଦ୍ନିତ୍ସର ଯିରୂଶାଲମସ୍ଥ ମନ୍ଦିରରୁ ଯେଉଁ ସକଳ ସୁନା ଓ ରୂପାର ପାତ୍ର ଅପହରଣ କରିଥିଲା, ତହିଁରେ ରାଜା ଓ ତାହାର ଅମାତ୍ୟବର୍ଗ, ପୁଣି ତାହାର ପନିୀଗଣ ଓ ଉପପନିୀଗଣ ଯେପରି ପାନ କରିବେ, ଏଥିପାଇଁ ବେଲ୍ଶତ୍ସର ଦ୍ରାକ୍ଷାରସ ଆସ୍ଵାଦନ କରୁ କରୁ ସେସକଳ ପାତ୍ର ଆଣିବା ପାଇଁ ଆଜ୍ଞା କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ତାହାର ପିତା ନବୂଖଦ୍ନିତ୍ସର ଯିରୂଶାଲମସ୍ଥ ମନ୍ଦିରରୁ ଯେଉଁ ସକଳ ସୁନା ଓ ରୂପାର ପାତ୍ର ଅପହରଣ କରିଥିଲା, ତହିଁରେ ରାଜା ଓ ତାହାର ଅମାତ୍ୟବର୍ଗ, ପୁଣି ତାହାର ପତ୍ନୀଗଣ ଓ ଉପପତ୍ନୀଗଣ ଯେପରି ପାନ କରିବେ, ଏଥିପାଇଁ ବେଲ୍ଶତ୍ସର ଦ୍ରାକ୍ଷାରସ ଆସ୍ୱାଦନ କରୁ କରୁ ସେସକଳ ପାତ୍ର ଆଣିବା ପାଇଁ ଆଜ୍ଞା କଲା। Viz kapitolaପବିତ୍ର ବାଇବଲ2 ବେଲ୍ଶତ୍ସର ଦ୍ରାକ୍ଷାରସ ପାନ କରୁଥିବା ବେଳେ ତାଙ୍କର ପିତା ନବୂଖଦ୍ନିତ୍ସର। ଯିରୁଶାଲମସ୍ଥ ମନ୍ଦିରରୁ ଅପହରଣ କରି ଆଣିଥିବା ସୁନା ଓ ରୂପାରେ ପାତ୍ରଗୁଡ଼ିକୁ ଆଣିବାକୁ ତାଙ୍କ ଲୋକମାନଙ୍କୁ ଆଦେଶ କଲେ। ସେ ଗ୍ଭହୁଁଥିଲେ ସେଥିରେ ସେ, ତାଙ୍କର ଅମାତ୍ୟଗଣ, ତାଙ୍କର ପତ୍ନୀଗଣ ଓ ଉପପତ୍ନୀଗଣ ଯେପରି ପାନ କରିବେ। Viz kapitola |