ଦାନିୟେଲ 5:3 - ଓଡିଆ ବାଇବେଲ3 ତହିଁରେ ଯିରୂଶାଲମସ୍ଥ ମନ୍ଦିରରୁ, ଅର୍ଥାତ୍, ପରମେଶ୍ୱରଙ୍କ ଗୃହରୁ ଯେଉଁ ସକଳ ସୁବର୍ଣ୍ଣ ପାତ୍ର ଅପହୃତ ହୋଇଥିଲା, ତାହା ଲୋକମାନେ ଆଣିଲେ; ପୁଣି, ରାଜା ଓ ତାହାର ଅମାତ୍ୟବର୍ଗ, ତାହାର ପତ୍ନୀଗଣ ଓ ଉପପତ୍ନୀଗଣ ସେହିସବୁରେ ପାନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ତହିଁରେ ଯିରୂଶାଲମସ୍ଥ ମନ୍ଦିରରୁ, ଅର୍ଥାତ୍, ପରମେଶ୍ଵରଙ୍କ ଗୃହରୁ ଯେଉଁ ସକଳ ସୁବର୍ଣ୍ଣ ପାତ୍ର ଅପହୃତ ହୋଇଥିଲା, ତାହା ଲୋକମାନେ ଆଣିଲେ; ପୁଣି, ରାଜା ଓ ତାହାର ଅମାତ୍ୟବର୍ଗ, ତାହାର ପନିୀଗଣ ଓ ଉପପନିୀ-ଗଣ ସେସବୁରେ ପାନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହିଁରେ ଯିରୂଶାଲମସ୍ଥ ମନ୍ଦିରରୁ, ଅର୍ଥାତ୍, ପରମେଶ୍ୱରଙ୍କ ଗୃହରୁ ଯେଉଁ ସକଳ ସୁବର୍ଣ୍ଣ ପାତ୍ର ଅପହୃତ ହୋଇଥିଲା, ତାହା ଲୋକମାନେ ଆଣିଲେ; ପୁଣି, ରାଜା ଓ ତାହାର ଅମାତ୍ୟବର୍ଗ, ତାହାର ପତ୍ନୀଗଣ ଓ ଉପପତ୍ନୀଗଣ ସେହି ସବୁରେ ପାନ କଲେ। Viz kapitolaପବିତ୍ର ବାଇବଲ3 ତାଙ୍କର ଲୋକମାନେ ଯିରୁଶାଲମସ୍ଥ ମନ୍ଦିରରୁ ଅର୍ଥାତ୍ ପରମେଶ୍ୱରଙ୍କ ମନ୍ଦିରରୁ ଯେଉଁସବୁ ସୁବର୍ଣ୍ଣ ପାତ୍ର ଅପହୃତ ହୋଇଥିଲା, ତାହା ଲୋକମାନେ ଆଣିଲେ। ପୁଣି ରାଜା ତାଙ୍କର ଅମାତ୍ୟଗଣ, ତାଙ୍କର ପତ୍ନୀଗଣ ଓ ଉପପତ୍ନୀଗଣ ସେହି ପାତ୍ରରେ ପାନ କଲେ। Viz kapitola |