Online Bible

- Reklamy -




ଦାନିୟେଲ 5:5 - ଓଡିଆ ବାଇବେଲ

5 ସେହି ଦଣ୍ଡରେ ମନୁଷ୍ୟ ହସ୍ତର ଅଙ୍ଗୁଳି ଆସି ରାଜପ୍ରାସାଦର କାନ୍ଥର ଲେପନ ଉପରେ ଦୀପାଧାରର ନିକଟରେ ଲେଖିଲା, ଆଉ ହସ୍ତର ଯେଉଁ ଅଂଶ ଲେଖିଲା, ରାଜା ତାହା ଦେଖିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ସେହି ଦଣ୍ତରେ ମନୁଷ୍ୟ ହସ୍ତର ଅଙ୍ଗୁଳି ଆସି ରାଜପ୍ରାସାଦର କାନ୍ଥର ଲେପନ ଉପରେ ଦୀପାଧାରର ନିକଟରେ ଲେଖିଲା, ଆଉ ହସ୍ତର ଯେଉଁ ଅଂଶ ଲେଖିଲା, ରାଜା ତାହା ଦେଖିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେହି ଦଣ୍ଡରେ ମନୁଷ୍ୟ ହସ୍ତର ଅଙ୍ଗୁଳି ଆସି ରାଜପ୍ରାସାଦର କାନ୍ଥର ଲେପନ ଉପରେ ଦୀପାଧାରର ନିକଟରେ ଲେଖିଲା, ଆଉ ହସ୍ତର ଯେଉଁ ଅଂଶ ଲେଖିଲା, ରାଜା ତାହା ଦେଖିଲା।

Viz kapitola kopírovat

ପବିତ୍ର ବାଇବଲ

5 ସେହି ସମୟରେ ହଠାତ୍ ମନୁଷ୍ୟର ଏକ ହସ୍ତ ଦଶୃମାନ ହେ ଲା ଓ ରାଜପ୍ରାସାଦର କାନ୍ଥର ଲେପନ ଉପରେ ଅଙ୍ଗୁଳିରେ ଲେଖିଲା। ସେହି ହସ୍ତ ଦୀପରୁଖା ନିକଟସ୍ଥ ରାଜପ୍ରାସାଦ କାନ୍ଥରେ ଲେଖୁଥିଲା। ଆଉ ରାଜା ଲେଖୁଥିବା ସ୍ୱହସ୍ତର ଅଂଶ ଦେଖୁଥିଲେ।

Viz kapitola kopírovat




ଦାନିୟେଲ 5:5

Následuj nás:

Reklamy


Reklamy