ଦାନିୟେଲ 6:15 - ଓଡିଆ ବାଇବେଲ15 ଏଥିରେ ସେହି ଲୋକମାନେ ରାଜାର ନିକଟରେ ଏକତ୍ର ହୋଇ ରାଜାକୁ କହିଲେ, ହେ ମହାରାଜ, ଆପଣ ଜାଣନ୍ତୁ, ରାଜା କୌଣସି ନିଷେଧାଜ୍ଞା ଅବା ବିଧି ସ୍ଥାପନ କଲେ, ତାହା ଯେ ପରିବର୍ତ୍ତିତ ହୋଇ ନ ପାରେ, ମାଦୀୟ ଓ ପାରସିକମାନଙ୍କର ଏପରି ଏକ ବ୍ୟବସ୍ଥା ଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଏଥିରେ ସେହି ଲୋକମାନେ ରାଜାର ନିକଟରେ ଏକତ୍ର ହୋଇ ରାଜାକୁ କହିଲେ, ହେ ମହାରାଜ, ଆପଣ ଜାଣନ୍ତୁ, ରାଜା କୌଣସି ନିଷେଧାଜ୍ଞା ଅବା ବିଧି ସ୍ଥାପନ କଲେ, ତାହା ଯେ ପରିବର୍ତ୍ତିତ ହୋଇ ନ ପାରେ, ମାଦୀୟ ଓ ପାରସିକମାନଙ୍କର ଏପରି ଏକ ବ୍ୟବସ୍ଥା ଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଥିରେ ସେହି ଲୋକମାନେ ରାଜାର ନିକଟରେ ଏକତ୍ର ହୋଇ ରାଜାକୁ କହିଲେ, “ହେ ମହାରାଜ, ଆପଣ ଜାଣନ୍ତୁ, ରାଜା କୌଣସି ନିଷେଧାଜ୍ଞା ଅବା ବିଧି ସ୍ଥାପନ କଲେ, ତାହା ଯେ ପରିବର୍ତ୍ତିତ ହୋଇ ନ ପାରେ, ମାଦୀୟ ଓ ପାରସିକମାନଙ୍କର ଏପରି ଏକ ବ୍ୟବସ୍ଥା ଅଛି।” Viz kapitolaପବିତ୍ର ବାଇବଲ15 ତା'ପରେ ସେହି ଲୋକମାନେ ଏକତ୍ରିତ ହୋଇ ରାଜାଙ୍କୁ କହିଲେ, “ହେ ମହାରାଜା, ଆପଣ ଜାଣନ୍ତୁ, ମାଦୀୟ ଓ ପାରସିକମାନଙ୍କର ଏପରି ଏକ ବ୍ୟବସ୍ଥା ଅଛି, ରାଜା କୌଣସି ନିଷେଧାଜ୍ଞା ବା ବିଧି ସ୍ଥାପନ କଲେ ତାହା କେବେ ପରିବର୍ତ୍ତିତ ହୁଏ ନାହିଁ।” Viz kapitola |