ଦାନିୟେଲ 6:18 - ଓଡିଆ ବାଇବେଲ18 ଏଉତ୍ତାରେ ରାଜା ଆପଣା ଅଟ୍ଟାଳିକାକୁ ଯାଇ ଉପବାସରେ ରାତ୍ରି କ୍ଷେପଣ କଲା ଓ ବାଦ୍ୟଯନ୍ତ୍ରାଦି ତାହା ନିକଟକୁ ଅଣାଗଲା ନାହିଁ; ଆଉ, ତାହାର ନିଦ୍ରା ନୋହିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଏଉତ୍ତାରେ ରାଜା ଆପଣା ଅଟ୍ଟାଳିକାକୁ ଯାଇ ଉପବାସରେ ରାତ୍ରି କ୍ଷେପଣ କଲା ଓ ବାଦ୍ୟଯନ୍ତ୍ରାଦି ତାହା ନିକଟକୁ ଅଣାଗଲା ନାହିଁ; ଆଉ, ତାହାର ନିଦ୍ରା ନୋହିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏଉତ୍ତାରେ ରାଜା ଆପଣା ଅଟ୍ଟାଳିକାକୁ ଯାଇ ଉପବାସରେ ରାତ୍ରି କ୍ଷେପଣ କଲା ଓ ବାଦ୍ୟଯନ୍ତ୍ରାଦି ତାହା ନିକଟକୁ ଅଣାଗଲା ନାହିଁ; ଆଉ, ତାହାର ନିଦ୍ରା ନୋହିଲା। Viz kapitolaପବିତ୍ର ବାଇବଲ18 ତା'ପରେ ରାଜା ଆପଣା ପ୍ରାସାଦକୁ ଯାଇ ଉପବାସରେ ରାତ୍ରି ଯାପନ କଲେ। ଆଉ ବାଦ୍ୟଯନ୍ତ୍ର ବଜାଇ ତାଙ୍କ ଆଗକୁ ଆସିବାକୁ କାହାରିକୁ ଅନୁମତି ମିଳିଲା ନାହିଁ। ରାତ୍ରିସାରା ସେ ଉଜାଗର ରହିଲେ। Viz kapitola |