ଦାନିୟେଲ 6:23 - ଓଡିଆ ବାଇବେଲ23 ତହିଁରେ ରାଜା ଅତିଶୟ ଆନନ୍ଦିତ ହୋଇ ଦାନିୟେଲଙ୍କୁ ଗର୍ତ୍ତରୁ ଉଠାଇ ଆଣିବାକୁ ଆଜ୍ଞା ଦେଲା। ତହୁଁ ଦାନିୟେଲ ଗର୍ତ୍ତରୁ ଉଠାଗଲେ ଓ ତାଙ୍କ ଶରୀରରେ କୌଣସି ପ୍ରକାର କ୍ଷତ ଦେଖା ନ ଗଲା, କାରଣ ସେ ଆପଣା ପରମେଶ୍ୱରଙ୍କଠାରେ ବିଶ୍ୱାସ କରିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ତହିଁରେ ରାଜା ଅତିଶୟ ଆନନ୍ଦିତ ହୋଇ ଦାନିୟେଲଙ୍କୁ ଗର୍ତ୍ତରୁ ଉଠାଇ ଆଣିବାକୁ ଆଜ୍ଞା ଦେଲା। ତହୁଁ ଦାନିୟେଲ ଗର୍ତ୍ତରୁ ଉଠାଗଲେ ଓ ତାଙ୍କ ଶରୀରରେ କୌଣସି ପ୍ରକାର କ୍ଷତ ଦେଖା ନ ଗଲା, କାରଣ ସେ ଆପଣା ପରମେଶ୍ଵରଙ୍କଠାରେ ବିଶ୍ଵାସ କରିଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତହିଁରେ ରାଜା ଅତିଶୟ ଆନନ୍ଦିତ ହୋଇ ଦାନିୟେଲଙ୍କୁ ଗର୍ତ୍ତରୁ ଉଠାଇ ଆଣିବାକୁ ଆଜ୍ଞା ଦେଲା। ତହୁଁ ଦାନିୟେଲ ଗର୍ତ୍ତରୁ ଉଠାଗଲେ ଓ ତାଙ୍କ ଶରୀରରେ କୌଣସି ପ୍ରକାର କ୍ଷତ ଦେଖା ନ ଗଲା, କାରଣ ସେ ଆପଣା ପରମେଶ୍ୱରଙ୍କଠାରେ ବିଶ୍ୱାସ କରିଥିଲେ। Viz kapitolaପବିତ୍ର ବାଇବଲ23 ରାଜା ଦାରିୟାବସ ଅତ୍ୟନ୍ତ ଆନନ୍ଦିତ ହୋଇ ଦାନିୟେଲଙ୍କୁ ଗର୍ତ୍ତରୁ ଉଠାଇ ଆଣିବାକୁ ଆଦେଶ ଦେଲା। ଆଉ ଦାନିୟେଲ ସେହି ଗର୍ତ୍ତରୁ ଆସିଲେ, ତାଙ୍କ ଦେହରେ କୌଣସି କ୍ଷତ ଚିହ୍ନ ନ ଥିଲା। କାରଣ ସେ ଆପଣା ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖିଥିଲେ। Viz kapitola |