Online Bible

- Reklamy -




ଦାନିୟେଲ 6:5 - ଓଡିଆ ବାଇବେଲ

5 ତହୁଁ ସେହି ଲୋକମାନେ କହିଲେ, ଆମ୍ଭେମାନେ ଦାନିୟେଲର ପରମେଶ୍ୱରଙ୍କ ବ୍ୟବସ୍ଥା ସମ୍ବନ୍ଧରେ, ତାହାର ଦୋଷ ନ ଧରିଲେ ଆଉ କୌଣସି ବିଷୟରେ ଦୋଷ ପାଇବା ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ତହୁଁ ସେହି ଲୋକମାନେ କହିଲେ, ଆମ୍ଭେମାନେ ଦାନିୟେଲର ପରମେଶ୍ଵରଙ୍କ ବ୍ୟବସ୍ଥା ସମ୍ଵନ୍ଧରେ, ତାହାର ଦୋଷ ନ ଧରିଲେ ଆଉ କୌଣସି ବିଷୟରେ ଦୋଷ ପାଇବା ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତହୁଁ ସେହି ଲୋକମାନେ କହିଲେ, “ଆମ୍ଭେମାନେ ଦାନିୟେଲଙ୍କର ପରମେଶ୍ୱରଙ୍କ ବ୍ୟବସ୍ଥା ସମ୍ବନ୍ଧରେ, ତାହାର ଦୋଷ ନ ଧରିଲେ ଆଉ କୌଣସି ବିଷୟରେ ଦୋଷ ପାଇବା ନାହିଁ।”

Viz kapitola kopírovat

ପବିତ୍ର ବାଇବଲ

5 ଶେଷରେ ସେହି ଲୋକମାନେ କହିଲେ, “ଆମ୍ଭେମାନେ ଦାନିୟେଲଙ୍କ ବିଷୟରେ କୌଣସି ଦୋଷ ପାଇବା ନାହିଁ। ତେଣୁ ତାଙ୍କ ପରମେଶ୍ୱର ବ୍ୟବସ୍ଥା ସମ୍ବନ୍ଧରେ ଦୋଷ ଦେଖିବା।”

Viz kapitola kopírovat




ଦାନିୟେଲ 6:5

Následuj nás:

Reklamy


Reklamy