ଦାନିୟେଲ 6:6 - ଓଡିଆ ବାଇବେଲ6 ଏଥିରେ ଅଧ୍ୟକ୍ଷଗଣ ଓ କ୍ଷିତିପାଳମାନେ ରାଜା ନିକଟରେ ଏକତ୍ର ହୋଇ ତାହାକୁ ଏହି ପ୍ରକାର କହିଲେ, ମହାରାଜ ଦାରୀୟାବସ, ଚିରଜୀବୀ ହେଉନ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଏଥିରେ ଅଧ୍ୟକ୍ଷଗଣ ଓ କ୍ଷିତିପାଳମାନେ ରାଜା ନିକଟରେ ଏକତ୍ର ହୋଇ ତାହାକୁ ଏହି ପ୍ରକାର କହିଲେ, ମହାରାଜ ଦାରୀୟାବସ, ଚିରଜୀବୀ ହେଉନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଥିରେ ଅଧ୍ୟକ୍ଷଗଣ ଓ କ୍ଷିତିପାଳମାନେ ରାଜା ନିକଟରେ ଏକତ୍ର ହୋଇ ତାହାକୁ ଏହି ପ୍ରକାର କହିଲେ, “ମହାରାଜ ଦାରୀୟାବସ, ଚିରଜୀବୀ ହେଉନ୍ତୁ। Viz kapitolaପବିତ୍ର ବାଇବଲ6 ତେଣୁ ଏହି ଲୋକମାନେ ରାଜାଙ୍କ ନିକଟକୁ ଗଲେ ଏବଂ କହିଲେ, “ହେ ରାଜ ଦାରିୟାବସ, ଆପଣ ଚିରଜୀବି ହୁଅନ୍ତୁ। Viz kapitola |