ଦାନିୟେଲ 8:11 - ଓଡିଆ ବାଇବେଲ11 ହଁ, ସେହି ବାହିନୀଗଣର ଅଧିପତି ବିରୁଦ୍ଧରେ ଆପଣାର ବଡ଼ାଇ କରି ତାହାଙ୍କଠାରୁ ନିତ୍ୟ ହୋମାର୍ଥକ ବଳି ଅପହରଣ କଲା ଓ ତାହାଙ୍କ ଧର୍ମଧାମ ନିପାତିତ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)11 ହଁ, ସେ ବାହିନୀଗଣର ଅଧିପତି ବିରୁଦ୍ଧରେ ଆପଣାର ବଡ଼ାଇ କରି ତାହାଙ୍କଠାରୁ ନିତ୍ୟ ହୋମାର୍ଥକ ବଳି ଅପହରଣ କଲା ଓ ତାହାଙ୍କ ଧର୍ମଧାମ ନିପାତିତ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ହଁ, ସେହି ବାହିନୀଗଣର ଅଧିପତି ବିରୁଦ୍ଧରେ ଆପଣାର ବଡ଼ାଇ କରି ତାହାଙ୍କଠାରୁ ନିତ୍ୟ ହୋମାର୍ଥକ ବଳି ଅପହରଣ କଲା ଓ ତାହାଙ୍କ ଧର୍ମଧାମ ନିପାତିତ ହେଲା। Viz kapitolaପବିତ୍ର ବାଇବଲ11 ଆଉ ସେହି ଶିଙ୍ଗଟି ଅତି ବଳିଷ୍ଠ ହୋଇ ପରମେଶ୍ୱରଙ୍କ ସ୍ୱର୍ଗୀୟ ସୈନ୍ୟମାନଙ୍କ ଦଳପତି ବିରୁଦ୍ଧରେ ଗଲା, ଏହା ତାଙ୍କଠାରୁ ଦୈନନ୍ଦିନ ହୋମାର୍ଥକ ବଳି ଛଡ଼େଇ ନେଲା ଓ ମନ୍ଦିରକୁ ଧ୍ୱଂସ କଲା। Viz kapitola |