ଦାନିୟେଲ 8:12 - ଓଡିଆ ବାଇବେଲ12 ପୁଣି, ଆଜ୍ଞା-ଲଙ୍ଘନ ସକାଶୁ ନିତ୍ୟ ହୋମବଳି ସହିତ ବାହିନୀ ତାହା ହସ୍ତରେ ସମର୍ପିତ ହେଲା ଓ ସେ ସତ୍ୟତାକୁ ଭୂମିରେ ନିପାତ କଲା, ଆଉ ସ୍ଵେଚ୍ଛାମତ କର୍ମ କରି ସଫଳତା ଲାଭ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)12 ପୁଣି, ଆଜ୍ଞା ଲଙ୍ଘନ ହେତୁରୁ ନିତ୍ୟ ହୋମବଳି ସହିତ ବାହିନୀ ତାହା ହସ୍ତରେ ସମର୍ପିତ ହେଲା ଓ ସେ ସତ୍ୟତାକୁ ଭୂମିରେ ନିପାତ କଲା, ଆଉ ସ୍ଵେଚ୍ଛାମତ କର୍ମ କରି ସଫଳତା ଲାଭ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ଆଜ୍ଞାଲଙ୍ଘନ ସକାଶୁ ନିତ୍ୟ ହୋମବଳି ସହିତ ବାହିନୀ ତାହା ହସ୍ତରେ ସମର୍ପିତ ହେଲା ଓ ସେ ସତ୍ୟତାକୁ ଭୂମିରେ ନିପାତ କଲା, ଆଉ ସ୍ଵେଚ୍ଛାମତ କର୍ମ କରି ସଫଳତା ଲାଭ କଲା। Viz kapitolaପବିତ୍ର ବାଇବଲ12 ତା'ପରେ ନିତ୍ୟ ହୋମବଳି ବିରୁଦ୍ଧରେ ଦୋଷ କରିବାକୁ ଗୋଟିଏ ବାହୀନୀ ତାଙ୍କୁ ସମର୍ପିତ କଲେ। ଏହା ସତ୍ୟକୁ ତଳେ ପକାଇ ଦେଲା, ଯାହା ଇଚ୍ଛା ତାହା କଲା। Viz kapitola |