ଦାନିୟେଲ 9:16 - ଓଡିଆ ବାଇବେଲ16 ହେ ପ୍ରଭୁ, ବିନୟ କରେ, ତୁମ୍ଭର ସମସ୍ତ ଧାର୍ମିକତାନୁସାରେ, ତୁମ୍ଭର ନଗର ଯିରୂଶାଲମ, ତୁମ୍ଭର ପବିତ୍ର ପର୍ବତ ପ୍ରତି ତୁମ୍ଭର କ୍ରୋଧ ଓ କୋପ ନିବୃତ୍ତ ହେଉ; କାରଣ ଆମ୍ଭମାନଙ୍କର ପାପ ଓ ଆମ୍ଭମାନଙ୍କର ପୂର୍ବପୁରୁଷଗଣର ଅଧର୍ମ ସକାଶୁ ଯିରୂଶାଲମ ଓ ତୁମ୍ଭର ଲୋକମାନେ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ଲୋକଙ୍କର ନିନ୍ଦାର ପାତ୍ର ହୋଇଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)16 ହେ ପ୍ରଭୁ, ବିନୟ କରେ, ତୁମ୍ଭର ସମସ୍ତ ଧାର୍ମିକତାନୁସାରେ, ତୁମ୍ଭର ନଗର ଯିରୂଶାଲମ, ତୁମ୍ଭର ପବିତ୍ର ପର୍ବତ ପ୍ରତି ତୁମ୍ଭର କ୍ରୋଧ ଓ କୋପ ନିବୃତ୍ତ ହେଉ; କାରଣ ଆମ୍ଭମାନଙ୍କର ପାପ ଓ ଆମ୍ଭମାନଙ୍କର ପିତୃପୁରୁଷଗଣର ଅଧର୍ମ ସକାଶୁ ଯିରୂଶାଲମ ଓ ତୁମ୍ଭର ଲୋକମାନେ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ଲୋକଙ୍କର ନିନ୍ଦାର ପାତ୍ର ହୋଇଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ହେ ପ୍ରଭୁ, ବିନୟ କରେ, ତୁମ୍ଭର ସମସ୍ତ ଧାର୍ମିକତାନୁସାରେ, ତୁମ୍ଭର ନଗର ଯିରୂଶାଲମ, ତୁମ୍ଭର ପବିତ୍ର ପର୍ବତ ପ୍ରତି ତୁମ୍ଭର କ୍ରୋଧ ଓ କୋପ ନିବୃତ୍ତ ହେଉ; କାରଣ ଆମ୍ଭମାନଙ୍କର ପାପ ଓ ଆମ୍ଭମାନଙ୍କର ପୂର୍ବପୁରୁଷଗଣର ଅଧର୍ମ ସକାଶୁ ଯିରୂଶାଲମ ଓ ତୁମ୍ଭର ଲୋକମାନେ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ଲୋକଙ୍କର ନିନ୍ଦାର ପାତ୍ର ହୋଇଅଛନ୍ତି। Viz kapitolaପବିତ୍ର ବାଇବଲ16 ହେ ସଦାପ୍ରଭୁ, ବିନୟ କରୁଅଛୁ, ତୁମ୍ଭର ସମସ୍ତ ଧାର୍ମିକତା ଅନୁଯାୟୀ ତୁମ୍ଭର ନଗର ଯିରୁଶାଲମ, ତୁମ୍ଭର ପବିତ୍ର ପର୍ବତ ପ୍ରତି ତୁମ୍ଭର କ୍ରୋଧ ଓ କୋପ ନିବୃତ୍ତ ହେଉ। ତୁମ୍ଭର କ୍ରୋଧ ନ୍ୟାୟୋଚିତ। ମାତ୍ର ଆମ୍ଭ ଚତୁର୍ଦ୍ଦିଗସ୍ଥ ଲୋକେ ଆମ୍ଭମାନଙ୍କୁ ନିନ୍ଦା କରୁଛନ୍ତି ଓ ଉପହାସ କରୁଛନ୍ତି। କାରଣ ଆମ୍ଭେମାନେ ଓ ଆମ୍ଭ ପୂର୍ବପୁରୁଷଗଣ ପାପ କରିଛନ୍ତି। Viz kapitola |