ଦ୍ଵିତୀୟ ବିବରଣ 1:17 - ଓଡିଆ ବାଇବେଲ17 ତୁମ୍ଭେମାନେ ବିଚାରରେ କାହାରି ମୁଖାପେକ୍ଷା କରିବ ନାହିଁ; ତୁମ୍ଭେମାନେ ସାନ ଓ ବଡ଼ ଲୋକର କଥା ସମଭାବରେ ଶୁଣିବ; ତୁମ୍ଭେମାନେ ମନୁଷ୍ୟର ମୁଖକୁ ଭୟ କରିବ ନାହିଁ; କାରଣ ବିଚାର ପରମେଶ୍ୱରଙ୍କର ଅଟେ; ପୁଣି ଯେଉଁ କଥା ତୁମ୍ଭମାନଙ୍କ ପ୍ରତି କଠିନ ହୁଏ, ତାହା ତୁମ୍ଭେମାନେ ମୋ’ ନିକଟକୁ ଆଣିବ, ମୁଁ ତାହା ଶୁଣିବି।” Viz kapitolaପବିତ୍ର ବାଇବଲ (Re-edited) - (BSI)17 ତୁମ୍ଭେମାନେ ବିଚାରରେ କାହାରି ମୁଖାପେକ୍ଷା କରିବ ନାହିଁ; ତୁମ୍ଭେମାନେ ସାନ ଓ ବଡ଼ ଲୋକର କଥା ସମଭାବରେ ଶୁଣିବ; ତୁମ୍ଭେମାନେ ମନୁଷ୍ୟର ମୁଖକୁ ଭୟ କରିବ ନାହିଁ; କାରଣ ବିଚାର ପରମେଶ୍ଵରଙ୍କର ଅଟେ; ପୁଣି ଯେଉଁ କଥା ତୁମ୍ଭମାନଙ୍କ ପ୍ରତି ଦୁଷ୍କର ହୁଏ, ତାହା ତୁମ୍ଭେମାନେ ମୋʼ କତିକି ଆଣିବ, ମୁଁ ତାହା ଶୁଣିବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତୁମ୍ଭେମାନେ ବିଚାରରେ କାହାରି ମୁଖାପେକ୍ଷା କରିବ ନାହିଁ; ତୁମ୍ଭେମାନେ ସାନ ଓ ବଡ଼ ଲୋକର କଥା ସମଭାବରେ ଶୁଣିବ; ତୁମ୍ଭେମାନେ ମନୁଷ୍ୟର ମୁଖକୁ ଭୟ କରିବ ନାହିଁ; କାରଣ ବିଚାର ପରମେଶ୍ୱରଙ୍କର ଅଟେ; ପୁଣି ଯେଉଁ କଥା ତୁମ୍ଭମାନଙ୍କ ପ୍ରତି କଠିନ ହୁଏ, ତାହା ତୁମ୍ଭେମାନେ ମୋʼ ନିକଟକୁ ଆଣିବ, ମୁଁ ତାହା ଶୁଣିବି।” Viz kapitolaପବିତ୍ର ବାଇବଲ17 ତୁମ୍ଭେ ଯେତେବେଳେ ବିଗ୍ଭର କରୁଛ ସେତେବେଳେ କୌଣସି ଲୋକକୁ ପ୍ରାଧାନ୍ୟ ଦିଅ ନାହିଁ, ସମସ୍ତଙ୍କୁ ସମାନ ନ୍ୟାୟ ଦିଅ। ତୁମ୍ଭେ କାହାରିକୁ ଭୟ କର ନାହିଁ, କାରଣ ତୁମ୍ଭର ବିଗ୍ଭର ପରମେଶ୍ୱରଙ୍କଠାରୁ ଆସିଥାଏ। କିନ୍ତୁ କୌଣସି ବିଗ୍ଭର ଯଦି ତୁମ୍ଭକୁ କଷ୍ଟ ହୁଏ ବା ଜଟିଳ ହୁଏ, ତେବେ ସେ ସମସ୍ୟା ମୋ’ ପାଖକୁ ଆଣିବ, ମୁଁ ତା'ର ସମାଧାନ କରି ଦେବି।’ Viz kapitola |