ଦ୍ଵିତୀୟ ବିବରଣ 1:19 - ଓଡିଆ ବାଇବେଲ19 ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞାନୁସାରେ ଆମ୍ଭେମାନେ ହୋରେବଠାରୁ ଯାତ୍ରା କଲୁ, ପୁଣି ଇମୋରୀୟମାନଙ୍କ ପର୍ବତମୟ ଦେଶକୁ ଯିବା ପଥରେ ତୁମ୍ଭେମାନେ ଯେଉଁ ବିସ୍ତୀର୍ଣ୍ଣ ଓ ଭୟଙ୍କର ପ୍ରାନ୍ତର ଦେଖିଲ, ତହିଁର ମଧ୍ୟ ଦେଇ ଯାଇ କାଦେଶ-ବର୍ଣ୍ଣେୟରେ ପହଞ୍ଚିଲୁ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଅନନ୍ତର ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଆଜ୍ଞାନୁସାରେ ଆମ୍ଭେମାନେ ହୋରେବଠାରୁ ଯାତ୍ରା କଲୁ, ପୁଣି ଇମୋରୀୟମାନଙ୍କ ପର୍ବତମୟ ଦେଶକୁ ଯିବା ପଥରେ ତୁମ୍ଭେମାନେ ଯେଉଁ ବିସ୍ତୀର୍ଣ୍ଣ ଓ ଭୟଙ୍କର ପ୍ରାନ୍ତର ଦେଖିଲ, ତହିଁର ମଧ୍ୟ ଦେଇ ଯାଇ କାଦେଶ-ବର୍ଣ୍ଣେୟରେ ପହଞ୍ଚିଲୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞାନୁସାରେ ଆମ୍ଭେମାନେ ହୋରେବଠାରୁ ଯାତ୍ରା କଲୁ, ପୁଣି ଇମୋରୀୟମାନଙ୍କ ପର୍ବତମୟ ଦେଶକୁ ଯିବା ପଥରେ ତୁମ୍ଭେମାନେ ଯେଉଁ ବିସ୍ତୀର୍ଣ୍ଣ ଓ ଭୟଙ୍କର ପ୍ରାନ୍ତର ଦେଖିଲ, ତହିଁର ମଧ୍ୟଦେଇ ଯାଇ କାଦେଶ-ବର୍ଣ୍ଣେୟରେ ପହଞ୍ଚିଲୁ। Viz kapitolaପବିତ୍ର ବାଇବଲ19 “ଏହା ପରେ ଆମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱରଙ୍କର ଆଜ୍ଞା ଅନୁସାରେ ହୋରେବ ପରିତ୍ୟାଗ କଲୁ। ଏବଂ ଇମୋରୀୟମାନଙ୍କର ପର୍ବତମୟ ଦେଶକୁ ଯାତ୍ରା କଲୁ। ଆମ୍ଭେମାନେ ଯେଉଁ ବିସ୍ତୀର୍ଣ୍ଣ, ଯେଉଁ ଭୟଙ୍କର ପ୍ରାନ୍ତର ଯିବା ବାଟରେ ଦେଖିଲୁ, ତା’ ମଧ୍ୟଦେଇ ଯାଇ କାଦେଶ ବର୍ଣ୍ଣେୟରେ ପହଞ୍ଚିଲୁ। Viz kapitola |