ଦ୍ଵିତୀୟ ବିବରଣ 1:21 - ଓଡିଆ ବାଇବେଲ21 ଦେଖ, ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ଆଗରେ ସେହି ଦେଶ ସମର୍ପଣ କରିଅଛନ୍ତି; ସଦାପ୍ରଭୁ ଆପଣା ପୈତୃକ ପରମେଶ୍ୱରଙ୍କ ଆଜ୍ଞାନୁସାରେ ତୁମ୍ଭେ ଯାଇ ତାହା ଅଧିକାର କର; ଭୟ କର ନାହିଁ, କିଅବା ନିରାଶ ହୁଅ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)21 ଦେଖ, ସଦାପ୍ରଭୁ ତୁମ୍ଭର ପରମେଶ୍ଵର ତୁମ୍ଭ ଆଗରେ ସେହି ଦେଶ ସମର୍ପଣ କରିଅଛନ୍ତି; ସଦାପ୍ରଭୁ ଆପଣା ପୈତୃକ ପରମେଶ୍ଵରଙ୍କ ଆଜ୍ଞାନୁସାରେ ତୁମ୍ଭେ ଯାଇ ତାହା ଅଧିକାର କର; ଭୟ କର ନାହିଁ, କିଅବା ନିରାଶ ହୁଅ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଦେଖ, ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ଆଗରେ ସେହି ଦେଶ ସମର୍ପଣ କରିଅଛନ୍ତି; ସଦାପ୍ରଭୁ ଆପଣା ପୈତୃକ ପରମେଶ୍ୱରଙ୍କ ଆଜ୍ଞାନୁସାରେ ତୁମ୍ଭେ ଯାଇ ତାହା ଅଧିକାର କର; ଭୟ କର ନାହିଁ, କିଅବା ନିରାଶ ହୁଅ ନାହିଁ।” Viz kapitolaପବିତ୍ର ବାଇବଲ21 ଦେଖ, ସଦାପ୍ରଭୁ ପରମେଶ୍ୱର ତୁମ୍ଭ ଆଗରେ ସେହି ଦେଶ ଦେଇଛନ୍ତି। ଯାଅ, ତୁମ୍ଭମାନଙ୍କ ପାଇଁ ତାହା ଅଧିକାର କର। ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ପରମେଶ୍ୱରଙ୍କ ଆଜ୍ଞାନୁସାରେ ଏପରି କରିବାକୁ କହିଥିଲେ। ତେଣୁ ତୁମ୍ଭମାନଙ୍କର ଭୟ କି ନିରାଶ ହୁଅ ନାହିଁ।’ Viz kapitola |