ଦ୍ଵିତୀୟ ବିବରଣ 1:28 - ଓଡିଆ ବାଇବେଲ28 ଆମ୍ଭେମାନେ କେଉଁଠାକୁ ଯିବା ? ସେହି ଲୋକମାନେ ଆମ୍ଭମାନଙ୍କ ଅପେକ୍ଷା ଅଧିକ ବଳବାନ ଓ ଉଚ୍ଚ; ନଗରମାନ ବୃହତ୍ ଓ ଗଗନସ୍ପର୍ଶୀ ପ୍ରାଚୀର-ବେଷ୍ଟିତ ଆହୁରି ସେହି ସ୍ଥାନରେ ଆମ୍ଭେମାନେ ଅନାକୀୟମାନଙ୍କ ସନ୍ତାନଗଣକୁ ଦେଖିଅଛୁ, ଏହି କଥା କହି ଆମ୍ଭମାନଙ୍କ ଭ୍ରାତୃଗଣ ଆମ୍ଭମାନଙ୍କର ମନୋଭଙ୍ଗ କରିଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)28 ଆମ୍ଭେମାନେ କେଉଁଠାକୁ ଯାଉଅଛୁ? ସେହି ଲୋକମାନେ ଆମ୍ଭମାନଙ୍କ ଅପେକ୍ଷା ଅଧିକ ବଳବାନ ଓ ଦୀର୍ଘକାୟ; ନଗରମାନ ବୃହତ୍ ଓ ଗଗନସ୍ପର୍ଶୀ ପ୍ରାଚୀର-ବେଷ୍ଟିତ; ଆହୁରି ସେସ୍ଥାନରେ ଆମ୍ଭେମାନେ ଅନାକୀୟ-ମାନଙ୍କସନ୍ତାନଗଣକୁ ଦେଖିଅଛୁ, ଏହି କଥା କହି ଆମ୍ଭମାନଙ୍କ ଭ୍ରାତୃଗଣ ଆମ୍ଭମାନଙ୍କର ମନୋଭଙ୍ଗ କରିଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଆମ୍ଭେମାନେ କେଉଁଠାକୁ ଯିବା? ‘ସେହି ଲୋକମାନେ ଆମ୍ଭମାନଙ୍କ ଅପେକ୍ଷା ଅଧିକ ବଳବାନ ଓ ଉଚ୍ଚ; ନଗରମାନ ବୃହତ ଓ ଗଗନସ୍ପର୍ଶୀ ପ୍ରାଚୀର-ବେଷ୍ଟିତ ଆହୁରି ସେହି ସ୍ଥାନରେ ଆମ୍ଭେମାନେ ଅନାକୀୟମାନଙ୍କ ସନ୍ତାନଗଣକୁ ଦେଖିଅଛୁ, ଏହି କଥା କହି ଆମ୍ଭମାନଙ୍କ ଭ୍ରାତୃଗଣ ଆମ୍ଭମାନଙ୍କର ମନୋଭଙ୍ଗ କରିଅଛନ୍ତି।’” Viz kapitolaପବିତ୍ର ବାଇବଲ28 ଆମ୍ଭେମାନେ ବର୍ତ୍ତମାନ କେଉଁଠାକୁ ଯିବା? ଆମ୍ଭର ଭାଇମାନେ ଆମ୍ଭମାନଙ୍କ ମନରେ ତଥ୍ୟ ପ୍ରଦାନ କରି ଭୟ ସଞ୍ଚାର କରିଛନ୍ତି। ସେମାନେ କହିଲେ, ସେଠାକାର ଲୋକମାନେ ଆମ୍ଭମାନଙ୍କଠାରୁ ବଳବାନ ଓ ଦୀର୍ଘ୍ୟକାୟ। ତାଙ୍କର ନଗରମାନ ବୃହତ ଏବଂ ତା'ର ପ୍ରାଚୀରଗୁଡ଼ିକ ଆକାଶ ସ୍ପର୍ଶ କରିଛି। ଏବଂ ଆମ୍ଭେମାନେ ସେଠାରେ ଅନାକୀୟମାନଙ୍କର ଦୀର୍ଘ୍ୟକାୟ ସନ୍ତାନମାନଙ୍କୁ ଦେଖିଲୁ।’ Viz kapitola |