Online Bible

- Reklamy -




ଦ୍ଵିତୀୟ ବିବରଣ 1:30 - ଓଡିଆ ବାଇବେଲ

30 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର, ଯେ ତୁମ୍ଭମାନଙ୍କ ଆଗେ ଆଗେ ଗମନ କରୁଅଛନ୍ତି, ସେ ମିସରରେ ଓ ପ୍ରାନ୍ତରରେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ତୁମ୍ଭମାନଙ୍କ ନିମନ୍ତେ ଯେସମସ୍ତ କାର୍ଯ୍ୟ କଲେ, ତଦନୁସାରେ ସେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

30 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର, ଯେ ତୁମ୍ଭମାନଙ୍କ ଆଗେ ଆଗେ ଗମନ କରୁଅଛନ୍ତି, ସେ ମିସରରେ ଓ ପ୍ରାନ୍ତରରେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ତୁମ୍ଭମାନଙ୍କ ନିମନ୍ତେ ଯେସମସ୍ତ କାର୍ଯ୍ୟ କଲେ, ତଦନୁସାରେ ସେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବେ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର, ଯେ ତୁମ୍ଭମାନଙ୍କ ଆଗେ ଆଗେ ଗମନ କରୁଅଛନ୍ତି, ସେ ମିସରରେ ଓ ପ୍ରାନ୍ତରରେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ତୁମ୍ଭମାନଙ୍କ ନିମନ୍ତେ ଯେସମସ୍ତ କାର୍ଯ୍ୟ କଲେ, ତଦନୁସାରେ ସେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବେ।

Viz kapitola kopírovat

ପବିତ୍ର ବାଇବଲ

30 ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କର ଆଗେ ଆଗେ ଗମନ କରୁଛନ୍ତି। ସେ ମିଶରରେ ଯେପରି କରିଥିଲେ, ଏହିଠାରେ ମଧ୍ୟ ସେହିପରି କରିବେ। ସଦାପ୍ରଭୁ ତୁମ୍ଭମାନଙ୍କ ସପକ୍ଷରେ ଯୁଦ୍ଧ କରିବେ।

Viz kapitola kopírovat




ଦ୍ଵିତୀୟ ବିବରଣ 1:30

Následuj nás:

Reklamy


Reklamy