ଦ୍ଵିତୀୟ ବିବରଣ 1:33 - ଓଡିଆ ବାଇବେଲ33 ସେ ତୁମ୍ଭମାନଙ୍କ ଛାଉଣି ସ୍ଥାପନ କରିବାର ସ୍ଥାନ ଅନ୍ୱେଷଣ କରିବା ପାଇଁ ରାତ୍ରିରେ ଅଗ୍ନି ଦ୍ୱାରା ଓ ଦିବସରେ ମେଘ ଦ୍ୱାରା ତୁମ୍ଭମାନଙ୍କର ଗନ୍ତବ୍ୟ ପଥ ଦେଖାଇବାକୁ ପଥରେ ତୁମ୍ଭମାନଙ୍କ ଆଗେ ଆଗେ ଗମନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)33 ସେ ତୁମ୍ଭମାନଙ୍କ ଛାଉଣି ସ୍ଥାପନ କରିବାର ସ୍ଥାନ ଅନ୍ଵେଷଣ କରିବା ପାଇଁ ରାତ୍ରିରେ ଅଗ୍ନି ଦ୍ଵାରା ଓ ଦିବସରେ ମେଘ ଦ୍ଵାରା ତୁମ୍ଭମାନଙ୍କର ଗନ୍ତବ୍ୟ ପଥ ଦେଖାଇବାକୁ ପଥରେ ତୁମ୍ଭମାନଙ୍କ ଆଗେ ଆଗେ ଗମନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ସେ ତୁମ୍ଭମାନଙ୍କ ଛାଉଣି ସ୍ଥାପନ କରିବାର ସ୍ଥାନ ଅନ୍ୱେଷଣ କରିବା ପାଇଁ ରାତ୍ରିରେ ଅଗ୍ନି ଦ୍ୱାରା ଓ ଦିବସରେ ମେଘ ଦ୍ୱାରା ତୁମ୍ଭମାନଙ୍କର ଗନ୍ତବ୍ୟ ପଥ ଦେଖାଇବାକୁ ପଥରେ ତୁମ୍ଭମାନଙ୍କ ଆଗେ ଆଗେ ଗମନ କଲେ। Viz kapitolaପବିତ୍ର ବାଇବଲ33 ଯେତେବେଳେ ତୁମ୍ଭେମାନେ ଯାତ୍ରା କରୁଥିଲ, ସେ ତୁମ୍ଭର ଆଗେ ଆଗେ ଯାଇ ତୁମ୍ଭମାନଙ୍କର ତମ୍ବୁ ପକାଇବା ନିମନ୍ତେ, ସ୍ଥାନ ନିରୂପଣ କରୁଥିଲେ। ଏବଂ ତୁମ୍ଭମାନଙ୍କୁ ପଥ ଦେଖାଇବା ପାଇଁ ସେ ରାତ୍ରିରେ ଅଗ୍ନିଶିଖା, ଦିନରେ ମେଘସ୍ତମ୍ଭ ଦ୍ୱାରା ଗମନ କଲେ। Viz kapitola |