Online Bible

- Reklamy -




ଦ୍ଵିତୀୟ ବିବରଣ 10:11 - ଓଡିଆ ବାଇବେଲ

11 ଏଥିଉତ୍ତାରେ ସଦାପ୍ରଭୁ ମୋତେ କହିଲେ, ଉଠ, ଯାତ୍ରା ନିମନ୍ତେ ଲୋକମାନଙ୍କର ଅଗ୍ରଗାମୀ ହୁଅ; ପୁଣି ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ନିମନ୍ତେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛୁ, ସେମାନେ ସେହି ଦେଶରେ ପ୍ରବେଶ କରି ତାହା ଅଧିକାର କରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ଅନନ୍ତର ସଦାପ୍ରଭୁ ମୋତେ କହିଲେ, ଉଠ, ଯାତ୍ରା ନିମନ୍ତେ ଲୋକମାନଙ୍କର ଅଗ୍ରଗାମୀ ହୁଅ; ପୁଣି ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ନିମନ୍ତେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛୁ, ସେମାନେ ସେହି ଦେଶରେ ପ୍ରବେଶ କରି ତାହା ଅଧିକାର କରିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏଥିଉତ୍ତାରେ ସଦାପ୍ରଭୁ ମୋତେ କହିଲେ, “ଉଠ, ଯାତ୍ରା ନିମନ୍ତେ ଲୋକମାନଙ୍କର ଅଗ୍ରଗାମୀ ହୁଅ; ପୁଣି ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ନିମନ୍ତେ ସେମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛୁ, ସେମାନେ ସେହି ଦେଶରେ ପ୍ରବେଶ କରି ତାହା ଅଧିକାର କରିବେ।”

Viz kapitola kopírovat

ପବିତ୍ର ବାଇବଲ

11 ଏହା ପରେ ସଦାପ୍ରଭୁ ମୋତେ କହିଲେ, ‘ଉଠ, ଯାତ୍ରା ନିମନ୍ତେ ଲୋକମାନଙ୍କୁ ଆଗେଇ ନିଅ। ପୁଣି ମୁଁ ଯେଉଁ ଦେଶ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଦେବା ନିମନ୍ତେ ପ୍ରତିଜ୍ଞା କରିଅଛି, ସେମାନେ ସେହି ଦେଶରେ ପ୍ରବେଶ କରିବେ ଓ ତାହା ଅଧିକାର କରିବେ।’

Viz kapitola kopírovat




ଦ୍ଵିତୀୟ ବିବରଣ 10:11

Následuj nás:

Reklamy


Reklamy