ଦ୍ଵିତୀୟ ବିବରଣ 10:2 - ଓଡିଆ ବାଇବେଲ2 ଆଉ ତୁମ୍ଭେ ଯେଉଁ ପ୍ରଥମ ପ୍ରସ୍ତର ଫଳକ ଭାଙ୍ଗିଲ, ତହିଁରେ ଯେଉଁ ଯେଉଁ ବାକ୍ୟ ଥିଲା, ତାହା ଆମ୍ଭେ ଏହି ପ୍ରସ୍ତର ଫଳକରେ ଲେଖିବା, ପୁଣି ତୁମ୍ଭେ ତାହା ଏହି ସିନ୍ଦୁକରେ ରଖିବ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଆଉ ତୁମ୍ଭେ ଯେଉଁ ପ୍ରଥମ ପ୍ରସ୍ତର ଫଳକ ଭାଙ୍ଗିଲ, ତହିଁରେ ଯେ ଯେ ବାକ୍ୟ ଥିଲା, ତାହା ଆମ୍ଭେ ଏହି ପ୍ରସ୍ତର ଫଳକରେ ଲେଖିବା, ପୁଣି ତୁମ୍ଭେ ତାହା ଏହି ସିନ୍ଦୁକରେ ରଖିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ ତୁମ୍ଭେ ଯେଉଁ ପ୍ରଥମ ପ୍ରସ୍ତର ଫଳକ ଭାଙ୍ଗିଲ, ତହିଁରେ ଯେଉଁ ଯେଉଁ ବାକ୍ୟ ଥିଲା, ତାହା ଆମ୍ଭେ ଏହି ପ୍ରସ୍ତର ଫଳକରେ ଲେଖିବା, ପୁଣି ତୁମ୍ଭେ ତାହା ଏହି ସିନ୍ଦୁକରେ ରଖିବ।” Viz kapitolaପବିତ୍ର ବାଇବଲ2 ଆମ୍ଭେ ଏହି ପ୍ରସ୍ତର ଫଳକରେ ପୂର୍ବପରି ଲେଖିବା, ଏହା ପରେ ଏହି ନୂଆ ପ୍ରସ୍ତରଫଳକ ଦ୍ୱୟକୁ ଏକ ସିନ୍ଦୁକରେ ରଖିବ।’ Viz kapitola |