Online Bible

- Reklamy -




ଦ୍ଵିତୀୟ ବିବରଣ 11:17 - ଓଡିଆ ବାଇବେଲ

17 ତାହା କଲେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ, ପୁଣି ସେ ଆକାଶ ରୁଦ୍ଧ କଲେ ବୃଷ୍ଟି ହେବ ନାହିଁ ଓ ଭୂମି ନିଜ ଫଳ ପ୍ରଦାନ କରିବ ନାହିଁ, ଆଉ ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ ଉତ୍ତମ ଦେଶ ଦେଉଅଛନ୍ତି, ତହିଁରୁ ତୁମ୍ଭେମାନେ ଶୀଘ୍ର ଉଚ୍ଛିନ୍ନ ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ତାହା କଲେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ଵଳିତ ହେବ, ପୁଣି ସେ ଆକାଶ ରୋଧ କଲେ ବୃଷ୍ଟି ହେବ ନାହିଁ ଓ ଭୂମି ନିଜ ଫଳ ପ୍ରଦାନ କରିବ ନାହିଁ, ଆଉ ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ ଉତ୍ତମ ଦେଶ ଦେଉଅଛନ୍ତି, ତହିଁରୁ ତୁମ୍ଭେମାନେ ଶୀଘ୍ର ଉଚ୍ଛିନ୍ନ ହେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତାହା କଲେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ, ପୁଣି ସେ ଆକାଶ ରୁଦ୍ଧ କଲେ ବୃଷ୍ଟି ହେବ ନାହିଁ ଓ ଭୂମି ନିଜ ଫଳ ପ୍ରଦାନ କରିବ ନାହିଁ, ଆଉ ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ ଉତ୍ତମ ଦେଶ ଦେଉଅଛନ୍ତି, ତହିଁରୁ ତୁମ୍ଭେମାନେ ଶୀଘ୍ର ଉଚ୍ଛିନ୍ନ ହେବ।

Viz kapitola kopírovat

ପବିତ୍ର ବାଇବଲ

17 ଯଦି ତୁମ୍ଭେମାନେ ଏପରି କର, ତେବେ ସଦାପ୍ରଭୁଙ୍କର କ୍ରୋଧ ତୁମ୍ଭମାନଙ୍କ ପ୍ରତି ପ୍ରଜ୍ୱଳିତ ହେବ। ଏବଂ ସେ ଆକାଶ ରୁଦ୍ଧ କଲେ ବର୍ଷା ହେବ ନାହିଁ ଓ ଭୂମି ନିଜ ଫଳ ପ୍ରଦାନ କରିବ ନାହିଁ। ଆଉ ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ ଉତ୍ତମ ଦେଶ ଦେଉଛନ୍ତି, ତହିଁରୁ ତୁମ୍ଭେମାନେ ଶୀଘ୍ର ଉଚ୍ଛିନ୍ନ ହେବ।

Viz kapitola kopírovat




ଦ୍ଵିତୀୟ ବିବରଣ 11:17

Následuj nás:

Reklamy


Reklamy