ଦ୍ଵିତୀୟ ବିବରଣ 11:23 - ଓଡିଆ ବାଇବେଲ23 ତେବେ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରୁ ଏହିସବୁ ଗୋଷ୍ଠୀୟ ଲୋକମାନଙ୍କୁ ତଡ଼ି ଦେବେ; ପୁଣି ତୁମ୍ଭେମାନେ ଆପଣାମାନଙ୍କଠାରୁ ଅଧିକ ପ୍ରବଳ ଓ ବଳବାନ ଗୋଷ୍ଠୀୟ ଲୋକମାନଙ୍କୁ ଅଧିକାର କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ତେବେ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରୁ ଏହିସବୁ ଗୋଷ୍ଠୀୟ ଲୋକମାନଙ୍କୁ ତଡ଼ି ଦେବେ; ପୁଣି ତୁମ୍ଭେମାନେ ଆପଣାମାନଙ୍କଠାରୁ ଅଧିକ ପ୍ରବଳ ଓ ବଳବାନ ଗୋଷ୍ଠୀୟ ଲୋକମାନଙ୍କୁ ଅଧିକାର କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତେବେ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରୁ ଏହିସବୁ ଗୋଷ୍ଠୀୟ ଲୋକମାନଙ୍କୁ ତଡ଼ି ଦେବେ; ପୁଣି ତୁମ୍ଭେମାନେ ଆପଣାମାନଙ୍କଠାରୁ ଅଧିକ ପ୍ରବଳ ଓ ବଳବାନ ଗୋଷ୍ଠୀୟ ଲୋକମାନଙ୍କୁ ଅଧିକାର କରିବ। Viz kapitolaପବିତ୍ର ବାଇବଲ23 ତେବେ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରୁ ଏହିସବୁ ଗୋଷ୍ଠୀୟ ଲୋକମାନଙ୍କୁ ତଡ଼ି ଦେବେ, ଏବଂ ତୁମ୍ଭେମାନେ, ତୁମ୍ଭମାନଙ୍କଠାରୁ ଅଧିକ ବଳବାନ ଲୋକମାନଙ୍କୁ ପରାସ୍ତ କରିବ ଏବଂ ତାଙ୍କର ଦେଶକୁ ଅଧିକାର କରିବ। Viz kapitola |