Online Bible

- Reklamy -




ଦ୍ଵିତୀୟ ବିବରଣ 12:15 - ଓଡିଆ ବାଇବେଲ

15 ତଥାପି ତୁମ୍ଭେ ଆପଣା ପ୍ରାଣର ବାଞ୍ଛାମତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କଠାରୁ ପ୍ରାପ୍ତ ଆଶୀର୍ବାଦ ଅନୁସାରେ ଆପଣାର ସମସ୍ତ ନଗରଦ୍ୱାର ଭିତରେ ପଶୁ ବଧ କରି ମାଂସ ଭୋଜନ କରି ପାରିବ; ଶୁଚି ଓ ଅଶୁଚି ଲୋକ, କୃଷ୍ଣସାର ଓ ହରିଣର ମାଂସ ତୁଲ୍ୟ ତାହା ଭୋଜନ କରି ପାରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ତଥାପି ତୁମ୍ଭେ ଆପଣା ପ୍ରାଣର ବାଞ୍ଛାମତେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କଠାରୁ ପ୍ରାପ୍ତ ଆଶୀର୍ବାଦ ଅନୁସାରେ ଆପଣାର ସମସ୍ତ ନଗରଦ୍ଵାର ଭିତରେ ପଶୁ ବଧ କରି ମାଂସ ଭୋଜନ କରି ପାରିବ; ଶୁଚି ଓ ଅଶୁଚି ଲୋକ, କୃଷ୍ଣସାର ଓ ହରିଣର ମାଂସ ତୁଲ୍ୟ ତାହା ଭୋଜନ କରି ପାରିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତଥାପି ତୁମ୍ଭେ ଆପଣା ପ୍ରାଣର ବାଞ୍ଛାମତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କଠାରୁ ପ୍ରାପ୍ତ ଆଶୀର୍ବାଦ ଅନୁସାରେ ଆପଣାର ସମସ୍ତ ନଗର-ଦ୍ୱାର ଭିତରେ ପଶୁ ବଧ କରି ମାଂସ ଭୋଜନ କରି ପାରିବ; ଶୁଚି ଓ ଅଶୁଚି ଲୋକ, କୃଷ୍ଣସାର ଓ ହରିଣର ମାଂସ ତୁଲ୍ୟ ତାହା ଭୋଜନ କରି ପାରିବେ।

Viz kapitola kopírovat

ପବିତ୍ର ବାଇବଲ

15 “ତୁମ୍ଭେମାନେ ଯେଉଁଠାରେ ବାସ କରିବ, ସେଠାରେ ତୁମ୍ଭେମାନେ କୃଷ୍ଣସାର ଓ ମୃଗ ଜାତୀୟ ସୁସ୍ଥ ପ୍ରାଣୀ ବଧ କରି ଆପଣା ଇଚ୍ଛାମତେ ଖାଇ ପାରିବ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କଠାରୁ ପ୍ରାପ୍ତ ଆଶୀର୍ବାଦ ଅନୁସାରେ ଶୁଚି ଓ ଅଶୁଚି ଲୋକମାନେ ମଧ୍ୟ ଏହି ମାଂସ ଭକ୍ଷ୍ୟଣ କରି ପାରିବେ।

Viz kapitola kopírovat




ଦ୍ଵିତୀୟ ବିବରଣ 12:15

Následuj nás:

Reklamy


Reklamy