Online Bible

- Reklamy -




ଦ୍ଵିତୀୟ ବିବରଣ 12:17 - ଓଡିଆ ବାଇବେଲ

17 ତୁମ୍ଭେ ଆପଣା ଶସ୍ୟର କି ଦ୍ରାକ୍ଷାରସର କି ତୈଳର ଦଶମାଂଶ, କି ଗୋମେଷାଦିର ପ୍ରଥମଜାତ, କିଅବା ତୁମ୍ଭ ମନାସିବାର ମାନତ-ଦ୍ରବ୍ୟ କି ତୁମ୍ଭ ସ୍ଵେଚ୍ଛାଦତ୍ତ ନୈବେଦ୍ୟ କି ତୁମ୍ଭ ହସ୍ତର ଉତ୍ତୋଳନୀୟ ଉପହାର, ଆପଣା ନଗରଦ୍ୱାର ମଧ୍ୟରେ ଭୋଜନ କରି ପାରିବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ତୁମ୍ଭେ ଆପଣା ଶସ୍ୟର କି ଦ୍ରାକ୍ଷାରସର କି ତୈଳର ଦଶମାଂଶ, କି ଗୋମେଷାଦିର ପ୍ରଥମଜାତ, କିଅବା ତୁମ୍ଭ ମନାସିଲାର ମାନତ-ଦ୍ରବ୍ୟ କି ତୁମ୍ଭ ସ୍ଵେଚ୍ଛାଦତ୍ତ ନୈବେଦ୍ୟ କି ତୁମ୍ଭ ହସ୍ତର ଉତ୍ତୋଳନୀୟ ଉପହାର, ଆପଣା ନଗରଦ୍ଵାର ମଧ୍ୟରେ ଭୋଜନ କରି ପାରିବ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତୁମ୍ଭେ ଆପଣା ଶସ୍ୟର କି ଦ୍ରାକ୍ଷାରସର କି ତୈଳର ଦଶମାଂଶ, କି ଗୋମେଷାଦିର ପ୍ରଥମଜାତ, କିଅବା ତୁମ୍ଭ ମନାସିବାର ମାନତ ଦ୍ରବ୍ୟ କି ତୁମ୍ଭ ସ୍ଵେଚ୍ଛାଦତ୍ତ ନୈବେଦ୍ୟ କି ତୁମ୍ଭ ହସ୍ତର ଉତ୍ତୋଳନୀୟ ଉପହାର, ଆପଣା ନଗର-ଦ୍ୱାର ମଧ୍ୟରେ ଭୋଜନ କରି ପାରିବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

17 “କେତେକ ଦ୍ରବ୍ୟ ତୁମ୍ଭେମାନେ ଭକ୍ଷ୍ୟଣ କରିବ ନାହିଁ ଯେଉଁଠାରେ ତୁମ୍ଭେମାନେ ବାସ କରିବ, ସେଗୁଡ଼ିକ ହେଲା, ଯଥା: ଆପଣା ଶସ୍ୟର କି ଦ୍ରାକ୍ଷାରସର କି ତୈଳର ଦଶମାଂଶ କି ଗୋମେଷାଦିର ପ୍ରଥମଜାତ କିମ୍ବା ତୁମ୍ଭ ମନାସିଲାର ପ୍ରତିଜ୍ଞା ଦ୍ରବ୍ୟ କିଅବା ତୁମ୍ଭ ସ୍ୱେଚ୍ଛାଦତ୍ତ ନୈବେଦ୍ୟ, କି ତୁମ୍ଭ ହସ୍ତର ଉତ୍ତୋଳନୀୟ ଉପହାର।

Viz kapitola kopírovat




ଦ୍ଵିତୀୟ ବିବରଣ 12:17

Následuj nás:

Reklamy


Reklamy