ଦ୍ଵିତୀୟ ବିବରଣ 12:20 - ଓଡିଆ ବାଇବେଲ20 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେରୂପ ପ୍ରତିଜ୍ଞା କରିଅଛନ୍ତି, ତଦନୁସାରେ ସେ ଯେତେବେଳେ ତୁମ୍ଭ ସୀମା ବିସ୍ତାର କରିବେ, ପୁଣି ମାଂସ ଭୋଜନ କରିବାକୁ ତୁମ୍ଭର ବାଞ୍ଛା ହୁଅନ୍ତେ, ତୁମ୍ଭେ କହିବ, ଆମ୍ଭେ ମାଂସ ଭୋଜନ କରିବା, ସେତେବେଳେ ତୁମ୍ଭେ ଆପଣା ପ୍ରାଣର ବାଞ୍ଛାନୁସାରେ ମାଂସ ଭୋଜନ କରି ପାରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯେରୂପ ପ୍ରତିଜ୍ଞା କରିଅଛନ୍ତି, ତଦନୁସାରେ ସେ ଯେତେବେଳେ ତୁମ୍ଭ ସୀମା ବିସ୍ତାର କରିବେ, ପୁଣି ମାଂସ ଭୋଜନ କରିବାକୁ ତୁମ୍ଭର ବାଞ୍ଛା ହୁଅନ୍ତେ, ତୁମ୍ଭେ କହିବ ଆମ୍ଭେ ମାଂସ ଭୋଜନ କରିବା, ସେତେବେଳେ ତୁମ୍ଭେ ଆପଣା ପ୍ରାଣର ବାଞ୍ଛାନୁସାରେ ମାଂସ ଭୋଜନ କରି ପାରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେରୂପ ପ୍ରତିଜ୍ଞା କରିଅଛନ୍ତି, ତଦନୁସାରେ ସେ ଯେତେବେଳେ ତୁମ୍ଭ ସୀମା ବିସ୍ତାର କରିବେ, ପୁଣି ମାଂସ ଭୋଜନ କରିବାକୁ ତୁମ୍ଭର ବାଞ୍ଛା ହୁଅନ୍ତେ, ତୁମ୍ଭେ କହିବ, “ଆମ୍ଭେ ମାଂସ ଭୋଜନ କରିବା,” ସେତେବେଳେ ତୁମ୍ଭେ ଆପଣା ପ୍ରାଣର ବାଞ୍ଛାନୁସାରେ ମାଂସ ଭୋଜନ କରି ପାରିବ। Viz kapitolaପବିତ୍ର ବାଇବଲ20-21 “ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ପ୍ରତିଜ୍ଞା କରିଛନ୍ତି ଯେ, ସେ ତୁମ୍ଭମାନଙ୍କର ଦେଶକୁ ବଢ଼ାଇବେ। ଯେତେବେଳେ ସଦାପ୍ରଭୁ ଏପରି କରିବେ, ତୁମ୍ଭେମାନେ ହୁଏତ ତାଙ୍କର ମନୋନୀତ ସ୍ଥାନର ବହୁ ଦୂରରେ ବାସ କରୁଥିବ। ଏହା ଯଦି ଅଧିକ ଦୂର ହୁଏ, ଏବଂ ତୁମ୍ଭେ ଯଦି ମାଂସ ପାଇଁ ଭୋକିଲା ହୁଅ, ତେବେ ତୁମ୍ଭେମାନେ ସଦାପ୍ରଭୁଙ୍କର ଦତ୍ତ ଯେକୌଣସି ପଶୁର ମାଂସ ଖାଇ ପାରିବ। ତୁମ୍ଭେମାନେ ସେହି ପଶୁକୁ ନିଅ, ତାକୁ ବଧକର ଓ ନିଜ ଫାଟକ ଭିତରେ ଭୋଜନ କର। ମୁଁ ଯେପରି ଆଜ୍ଞା କଲି, ତୁମ୍ଭେମାନେ ଏପରି କରିବା ଉଚିତ୍। ତୁମ୍ଭେମାନେ ଏହି ମାଂସ ଯେଉଁଠାରେ ବାସ କଲେ ମଧ୍ୟ ସେହିଠାରେ ଖାଇ ପାରିବ। Viz kapitola |